ପୂର୍ବତନ ବିଧାୟକଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ବିୟୋଗରେ ବୁଧବାର ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ ଆଗତ କରିଛନ୍ତି । ବିଧାୟକ ରାଜେନ୍ଦ୍ରଙ୍କ ପାଇଁ ବିଧାନସଭାରେ ୧ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଛି । ଭାଜପା ପକ୍ଷରୁ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଏହାକୁ ସମର୍ଥନ ଜଣାଇଥିବା ବେଳେ କଂଗ୍ରେସ ମୁଖ୍ୟ ସଚେତକ ତାରାପ୍ରସାଦ ବାହିନୀପତି ମଧ୍ୟ ଏହି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି । ଚିିକିତ୍ସାଧୀନ ଅବସ୍ଥାରେ ବିଧାୟକଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।

ସୂଚନାଯୋଗ୍ୟ, ରାଜେନ୍ଦ୍ର ପ୍ରସାଦ ୧୯୯୦ରୁ ୧୯୯୫ପର୍ଯ୍ୟନ୍ତ ସେ ଜନତା ଦଳର ପ୍ରାର୍ଥୀ ଭାବେ କଟକ ସଦର ନିର୍ବାଚନମଣ୍ଡଳୀର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହା ସହ ବିଜୁ ଜନତା ଦଳ ରାଜ୍ୟ ଶ୍ରମିକ ସାମ୍ମୁଖ୍ୟର ସଭାପତି ତଥା ଅଖିଳ ଭାରତୀୟ ହିନ୍ଦ ମଜଦୁର ସଭାର ଉପସଭାପତି ଭାବେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?