ମନ୍ତ୍ରୀଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

ଭୁବନେଶ୍ବର,୨୯।୧(ବୁରୋ): ଗୁଳିମାଡ଼ରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଛି। ମନ୍ତ୍ରୀ ଦାସଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏଥିସହ ରାଜ୍ୟପାଳ ଗଣେଶୀ ଲାଲା, କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ନେତା ବୈଜୟନ୍ତ ପଣ୍ଡାଙ୍କ ସହ ବିଜେଡିର ବିଭିନ୍ନ ମନ୍ତ୍ରୀ ଓ ବିଧାୟକ ଶୋକ ପ୍ରକାଶ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏପରିକି ମନ୍ତ୍ରୀଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଲପଟ୍‌କୁ ଧକ୍କା ଦେଲା ଦୁରନ୍ତୋ ଏକ୍ସପ୍ରେସ୍‌

ରୂପ୍‌ସା, ୨୩।୧୧ (ଡି.ଏନ.ଏ.)/ ଭୁବନେଶ୍ୱର(ବ୍ୟୁରୋ): ହାଓଡ଼ାରୁ ଯଶୋବନ୍ତପୁରକୁ ଯାଉଥିବା ଦୁରନ୍ତୋ ଏକ୍ସପ୍ରେସ (ନଂ. ୧୨୨୪୫) ଶୁକ୍ରବାର ବାଲେଶ୍ୱରର ରୂପସା ଷ୍ଟେଶନରେ ଗୁରୁତର ଭାବେ ଦୁର୍ଘଟଣାଗ୍ରସ୍ତ ହୋଇଛି।...

ନକଲି ସୁନା ଶଙ୍ଖ ଦେଇ ଫସିଲେ ଯୁବକ, ଅପହରଣ ପରେ ଜଣାପଡ଼ିଲା ସବୁ ସତ

ପାପଡ଼ାହାଣ୍ଡି,୨୧ା୧(ଡି.ଏନ୍‌.ଏ.): ନକଲି ସୁନା ଶଙ୍ଖକୁ ଅସଲି କହି ଅଧିକ ଟଙ୍କା ପାଇବା ଆଶାରେ ଅନ୍ୟକୁ ବିକ୍ରି କରି ନିଜେ ଫସିଛନ୍ତି ଯୁବକ। ସଫଳ ହେଇ ପାରିଲାନି...

ସମ୍ବଲପୁର ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସ୍‌ର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ସମ୍ବଲପୁର,୩୧।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆସନ୍ତା ଜାନୁୟାରୀ ୨ ତାରିଖରେ ସମ୍ବଲପୁରସ୍ଥିତ ଆଇଆଇଏମ୍‌ (ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ ମ୍ୟାନେଜମ୍ୟାଣ୍ଟ) ସ୍ଥାୟୀ କ୍ୟାମ୍ପସର...

୩୨୮ ବର୍ଷ ପରେ ଇତିହାସର ପୁନରାବୃତ୍ତି: ଭଗବାନ୍‌ଙ୍କଠାରୁ ଭକ୍ତ ଅଲଗା

ପୁରୀ ଅଫିସ,୨୦ା୩: ଭକ୍ତ ପାଇଁ ଭଗବାନ। ଏମାନଙ୍କୁ କେହି ଅଲଗା କରିପାରିବେ ନାହିଁ। ଏମିତି ଆସ୍ଥା ଓ ବିଶ୍ୱାସ ନେଇ ପ୍ରତିଦିନ ଶ୍ରୀକ୍ଷେତ୍ରକୁ ହଜାର ହଜାର...

କଟକଣାକୁ ବେଖାତିର: ନିତିଦିନିଆ ହେଲାଣି ଶ୍ରୀମନ୍ଦିରରେ ନୀତି ବିଳମ୍ବ

ପୁରୀ ଅଫିସ, ୮।୩: କୌଣସି ପରିସ୍ଥିତିରେ ମହାପ୍ରଭୁଙ୍କ ସେବାପୂଜାରେ ବିଳମ୍ବ କିମ୍ବା ବିଭ୍ରାଟକୁ ବରଦାସ୍ତ କରାଯିବ ନାହିଁ। ଯେଉଁ ପାଳିଆସେବକ ୩ଥର ନୀତିରେ ବିଳମ୍ବ କରିବେ...

ଆର୍ଥିକ ସହାୟତା ଆବଶ୍ୟକ ନାହିଁ, ପରିବାର ଚଳାଇବାରେ ଆମେ ସକ୍ଷମ: ଅରିନ୍ଦମଙ୍କ ଭଉଣୀ

ପାଟଣା,୧ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ରାଇକଳା ଗ୍ରାମର ଯୁବ ରିପୋର୍ଟର ଅରିନ୍ଦମଙ୍କ ମୃତ୍ୟୁ ପରେ କକା ଧରଣୀଧର ଦାସ, ମା’ କୁନି...

ମାଟ୍ରିକ ପ୍ରମାଣପତ୍ରରେ ତ୍ରୁଟି, ଅନ୍ଧାରରେ ଛାତ୍ରଙ୍କ ଭବିଷ୍ୟତ

ମହାକାଳପଡ଼ା,୧ା୮ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗୋଗୁଆ ପଞ୍ଚାୟତ ରାହାମାସ୍ଥିତ ଠାକୁର ନିଗମାନନ୍ଦ ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱହୀନତା ଯୋଗୁ...

ଏହି ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲାକୁ ମୋସୁମୀ ବାୟୁ ସମ୍ପୂର୍ଣ ଭାବେ ଅଗ୍ରସର ହୋଇଥିବା ବେଳେ ନୂଆପଡା,କଳାହାଣ୍ଡି...

Advertisement
Archives

Model This Week