Posted inଫୁରସତ

ମୂଷାର ଗଞ୍ଜେଇ ନିଶା, ଶେଷରେ ଘଟିଲା ଏମିତି…

ସାଧାରଣତଃ ମଣିଷମାନେ ନିଶାଦ୍ରବ୍ୟ ସେବନ କରିଥାନ୍ତି। ମାତ୍ର ପଶୁପକ୍ଷୀ ଯେ, ନିଶା ପାଇଁ ପାଗଳ ଏକଥା ଜାଣିଲେ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ। ଏପରି ଘଟଣା ଦେଖିବାକୁ ମିଳିଛି କାନାଡାରେ।
ଏଠାକାର ଜଣେ ଲୋକଙ୍କ ବାଡ଼ିରୁ ପ୍ରତିଦିନ ଗଞ୍ଜେଇ ଗଛ ଚୋରି ହେଉଥିଲା। ଦିନେ ସେ ଦେଖିଲେ ତାଙ୍କ ଛୋଟ ଚାଷଜମିରେ ମୂଷାମାନେ ଗଞ୍ଜେଇ ପତ୍ର ଖାଇ ନିଶାସକ୍ତ ଅବସ୍ଥାରେ ପଡ଼ିଛନ୍ତି। କାନାଡାର ପ୍ରତ୍ୟେକ ବ୍ୟକ୍ତିଙ୍କୁ ନିର୍ଦ୍ଦିଷ୍ଟ ପରିମାଣର ଗଞ୍ଜେଇ ଚାଷ କରିବାକୁ ଅନୁମତି ଦିଆଯାଇଛି। କୋଲିନ୍‌ ନାମକ ଜଣେ ବ୍ୟକ୍ତି ତାଙ୍କ ଫେସ୍‌ବୁକ୍‌ରେ ଏହି ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ। ଫଟୋ ଶେୟାର କରି ସେ କ୍ୟାପଶନ୍‌ ଲେଖିଛନ୍ତି, ଦୁଇଦିନ ଧରି ଏକ ଛୋଟ ମୂଷା ଗଞ୍ଜେଇ ପତ୍ର ଚୋରି କରି ଖାଉଥିଲା। ସେ ଏହାକୁ ଏତେ ମାତ୍ରାରେ ଖାଇଥିଲା ଯେ ଶେଷରେ ବୋହୋସ ହୋଇ ଚାଷଜମିରେ ପଡ଼ିଥିଲା। ଫଟୋରୁ ସ୍ପଷ୍ଟ ଜଣାପଡୁଛି ମୂଷାଟି ଗଞ୍ଜେଇ ପତ୍ର ଖାଇବା ପରେ ଓଲଟା ଶୋଇପଡ଼ିଛି। ସତେ ଯେପରି ଚେତା ନାହିଁ।
କୋଲିନ୍‌ ଲେଖିଛନ୍ତି, ଗୋଟିଏ ସପ୍ତାହ ମଧ୍ୟରେ ମୂଷା ଏତେ ପରିମାଣର ଗଞ୍ଜେଇ ଖାଉଥିଲା ଯେ, ସେ ଜଙ୍ଗଲରେ ଛାଡ଼ିବାକୁ ଚିନ୍ତା କଲେ। ମାତ୍ର ପରେ ମୂଷାର ନିଶା ଖସି ନ ଥିଲା। ସେ ପୁଣି ଚାଷଜମିକୁ ଆସି ଗଞ୍ଜେଇପତ୍ର ଖାଇବାରେ ଲାଗିଲା। ଶେଷରେ ମୂଷାକୁ ଏପରି ପରିଣାମ ଭୋଗିବାକୁ ପଡ଼ିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri