ଘୁଞ୍ଚିଲା ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୧୬।୯: ଦିନକ ପାଇଁ ଘୁଞ୍ଚିଲା ବାଚସ୍ପତି ନିର୍ବାଚନ । ନୂଆଁଖାଇକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
ସେପ୍ଟେମ୍ବର ୨୧ରେ ବାଚସ୍ପତି ନିର୍ବାଚନ ପାଇଁ ସରକାର ପୂର୍ବର ତାରିଖ ଘୋଷଣା କରିଥିଲେ। ତେବେ ଏହାକୁ ୨୨ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ୨୨ ତାରିଖ ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ। ତା’ ପୂର୍ବରୁ ଏଥିପାଇଁ ନାମାଙ୍କନପତ୍ର ଦାଖଲ ଶେଷ ହେବ। କଂଗ୍ରେସ ଓ ଭାଜପା ବିଧାୟକମାନେ ବାଚସ୍ପତି ନିର୍ବାଚନକୁ ବର୍ଜନ କରିବାକୁ ଘୋଷଣା କରିଥିଲେ। ୨୦ ତାରିଖରେ ପଶ୍ଚିମ ଓଡ଼ିଶା ଗଣପର୍ବ ନୂଆଁଖାଇ ପଡୁଥିବା ବେଳେ ସରକାର ସେହି ସମୟରେ ଅର୍ଥାତ ତା’ ପରଦିନ ବାଚସ୍ପତି ନିର୍ବାଚନ କରିବାକୁ ନିଷ୍ପତ୍ତି ନେଇଥିବାରୁ ଉଭୟ କଂଗ୍ରେସ ଓ ଭାଜପା ବିଧାୟକମାନେ ଏହାକୁ ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri