ତହସିଲ ଅଫିସ ସମ୍ମୁଖରେ ଆନ୍ଦୋଳନ

କୋକସରା, ୧୮।୧୧ (ଡି.ଏନ.ଏ)- ଦେଶରେ ଆଦିବାସୀଙ୍କ ଉପରେ ହେଉଥିବା ଅନ୍ୟାୟ ଅତ୍ୟାଚାର ବିରୋଧରେ ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ପକ୍ଷରୁ ବୁଧବାର ଦେଶବ୍ୟାପି ଆନ୍ଦୋଳନ ଜାରି ରହିଥିବା ବେଳେ ଏହାକୁ ସମର୍ଥନ ଜଣାଇ ଆଦିବାସୀ ଏକତା ପରିଷଦର ସମର୍ଥନରେ ଭାରତ ମୁକ୍ତି ମୋର୍ଚ୍ଚା ଧର୍ମଗଡ଼ ଉପଖଣ୍ଡ ପକ୍ଷରୁ କୋକସରା ତହସିଲ ଅଫିସ ଆଗରେ ଆନ୍ଦୋଳନ କରାଯାଇଛି। ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦର କୋକସରା ସଭାପତି ଉପେନ୍ଦ୍ର ଶବରଙ୍କ ନେତୃତ୍ୱ ଓ ଭାରତ ମୁକ୍ତି ମୋର୍ଚ୍ଚା କାର୍ଯ୍ୟକାରୀ ସଭାପତି ଦୁର୍ଯ୍ୟୋଧନ ଜାଲଙ୍କ ଅଧ୍ୟକ୍ଷତାରେ କୋକସରା ତହସିଲ ଅଫିସ ଆଗରେ ଆନ୍ଦୋଳନ କରାଯାଇଛି। କୋକସରା ତହସିଲଦାରଙ୍କ ଜରିଆରେ ୧୦ଦଫା ଦାବିପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବା ନେଇ ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ଆନ୍ଦୋଳନରେ ବହୁଜନ ମୁକ୍ତି ମୋର୍ଚ୍ଚା ପାର୍ଟି, ଓଡିଶା କାର୍ଯ୍ୟକାରୀ ସଭାପତି ନିର୍ମଳ ଜାଲ, ଶବର ସମାଜ ଉପ-ସଭାପତି କୁମ ଶବର, କାର୍ଯ୍ୟକର୍ତ୍ତା ବିଦ୍ୟାଧର ଶବର, ଗଣ୍ଡ ସମାଜ କାର୍ଯ୍ୟକର୍ତ୍ତା ନିରନ ମାଝି, ବରା ସମାଜ କାର୍ଯ୍ୟକର୍ତ୍ତା ହୀରାଲାଲ ନାଏକ, ଭାରତ ମୁକ୍ତି ମୋର୍ଚ୍ଚା ଗମ୍ଭୀଗୁଡା, ସଭାପତି ଜୟରାମ ମହାନନ୍ଦ, ପରମେଶ୍ୱର ବାଗ ପ୍ରମୁଖ କର୍ମକର୍ତ୍ତା ଆନ୍ଦୋଳନରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ

କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ...

୨ବର୍ଷ ହେଲା ସୋଲାର ଜଳପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ ତାରାପଦରବାସୀ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବପଦର ପଞ୍ଚାୟତର ତାରାପଦର ଗ୍ରାମରେ ଦୀର୍ଘ ଦୁଇବର୍ଷ ହେବ ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି।...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ: ଦେଲେ ବଡ଼ ପ୍ରତିଶ୍ରୁତି, ୧୫୦ରୁ କମ୍‌ ଥିବା ଗାଁକୁ ମିଳିବ…

କୋକସରା,୧୫।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ସୋମବାର କୋକସରା ବ୍ଲକ ସଦର...

ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...

ଜିଲାପାଳଙ୍କ ଜନ ଶୁଣାଣିରେ ପହଞ୍ଚିଲେ ଅଲେଖ ବାବା: ଜାଣନ୍ତୁ କାହିଁକି

କେସିଙ୍ଗା,୧୫।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଆହ୍ବାନ କ୍ରମେ ଜିଲାପାଳଙ୍କ ଜନ ଶୁଣାଣି ଓ ସମାଧାନ...

ସ୍କୁଟିକୁ ଧକ୍କା ଦେଲା ସଫାରୀ କାର୍, ୨ ସାଙ୍ଗଙ୍କ ମୃତ୍ୟୁ

ଧର୍ମଗଡ଼,୧୫।୧୨(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କେବିଡ଼ି ବିଜୁ ଏକ୍ସପ୍ରେସ ଛକରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଆଜି(ସୋମବାର) ପୂର୍ବାହ୍ନରେ ଏକ...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri