Posted inଜାତୀୟ

ଅନ୍ନଦାତାଙ୍କ ଆନ୍ଦୋଳନ ତବଲିଘ୍‌ ଜମାତ୍‌ ଭଳି ସ୍ଥିତି ସୃଷ୍ଟି ନ କରୁ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୭।୧: ସିଙ୍ଘୁ ସୀମାରେ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନ ନେଇ ସୁପ୍ରିମ୍‌କୋର୍ଟ ଚିନ୍ତା ପ୍ରକଟ କରିଛନ୍ତି। ଆନ୍ଦୋଳନ ତବଲିଘ୍‌ ଜମାତ୍‌ ଭଳି ସ୍ଥିତି ସୃଷ୍ଟି ନ କରୁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ପକ୍ଷରୁ କୁହାଯାଇଛି। ଆନ୍ଦୋଳନ ସ୍ଥଳରେ କରୋନା ମାର୍ଗଦର୍ଶିକା ପାଳନ କରାଯାଉଛି କି ନାହିଁ ସେ ନେଇ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଏସ୍‌.ଏ. ବୋବଡେ୍‌ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଅନ୍ନଦାତାମାନେ କରୋନା ସଂକ୍ରମଣରୁ କିଭଳି ସୁରକ୍ଷିତ ରହିବେ,ସେ ସମ୍ପର୍କିତ ପଦକ୍ଷେପ ଗ୍ରହଣ କରାଯାଇଛି କି ନାହିଁ ତାହା ବୋବ୍‌ଡେ ପଚାରିଛନ୍ତି। ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି ଯେ, ସରକାର ଆନ୍ଦୋଳନ ସ୍ଥଳର ସ୍ବାସ୍ଥ୍ୟ ସ୍ଥିତି ଜାଣିବାର ପ୍ରୟାସ କରୁଛନ୍ତି। ନିଜାରମୁଦ୍ଦିନ ସ୍ଥିତ ମରକଜ୍‌ ପ୍ରସଙ୍ଗ ଏବଂ ଲକ୍‌ଡାଉନ୍‌ ସମୟରେ ଏକାଧିକ ଲୋକ ଏକାଠି ହେବା ପାଇଁ ଅନୁମତି ଦେବା ବିରୋଧରେ ଦାଖଲ କରାଯାଇଥିବା ଏକ ଜନସ୍ବାର୍ଥ ମାମଲାର ଶୁଣାଣି ସମୟରେ ଖଣ୍ଡପୀଠ ଏଭଳି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri