Posted inଜାତୀୟ

ଭାଜପାଠାରୁ ମେୟର ଆସନ ଛଡାଇ ଆଣିଲା ଏଏପି

ଭୋପାଳ,୧୭।୭: ମଧ୍ୟମପ୍ରଦେଶର ସିଙ୍ଗରୌଲି ନଗର ନିଗମ ନିର୍ବାଚନରେ ଆମ୍‌ ଆଦମୀ ପାର୍ଟି(ଏଏପି) ଏକ ଅପ୍ରତ୍ୟାଶିତ ବିଜୟ ହାସଲ କରିଛି। ଏଠାରେ ଏଏପି ପ୍ରାର୍ଥୀ ରାଣୀ ଅଗ୍ରଓ୍ବାଲ ଭାଜପାର ଚନ୍ଦ୍ର ପ୍ରତାପ ବିଶ୍ୱକର୍ମାଙ୍କୁ ୯୩୫୨ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ଏହି ଆସନ ପୂର୍ବରୁ ଭାଜପା ହାତରେ ଥିଲା। ଏଏପି ଭାଜପା ଗଡରେ ଜିତି ଏକ ବଡ଼ ଉପଲବ୍ଧି ହାସଲ କରିଛି। ଏନେଇ ଏଏପି ସଭାପତି ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ୍‌ ରାଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦେଶର ଜନତା ଆମ୍‌ ଆଦମୀ ପାର୍ଟିର କାର୍ଯ୍ୟକୁ ପ୍ରଶଂସା କରୁଛନ୍ତି ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ମଧ୍ୟପ୍ରଦେଶର ୧୬ଟି ନଗର ପାଳିକା ନିଗମ ସହ ୪୧୩ଟି ମ୍ୟୁନିସିପାଲିଟିରେ ଭୋଟ ହୋଇ ଥିଲା । ଦୁଇଟି ଫେଜ୍‌ରେ ଯଥାକ୍ରମେ ୯୯ ନଗରପାଳିକା ପରିଷଦ ଏବଂ ୨୯୮ ନଗର ପରିଷଦ ପାଇଁ ଜୁଲାଇ ୬ ଓ ଜୁଲାଇ ୧୩ରେ ନିର୍ବାଚନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri