ଭ୍ୟାଲେଣ୍ଟାଇନ୍‌ ସପ୍ତାହରେ ଅନୁଭବ-ବର୍ଷାଙ୍କ ଛାଡ଼ପତ୍ର; କହିଲେ-‘ଏବେ ଖୁସି ଲାଗି ପ୍ରାର୍ଥନା କରନ୍ତୁ’

ଭୁବନେଶ୍ୱର,୮।୨: ଭ୍ୟାଲେଣ୍ଟାଇନ୍‌ ସପ୍ତାହରେ ଅଲଗା ହୋଇଛନ୍ତି ଓଲିଉଡ୍‌ର ହିଟ୍‌ ଯୋଡ଼ି ଅନୁଭବ-ବର୍ଷା। ଗତ କିଛି ଦିନ ଧରି ସାରା ରାଜ୍ୟରେ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ବିବାହ ବିଚ୍ଛେଦ ମାମଲା ଚର୍ଚ୍ଚାରେ ରହିଥିଲା। ଏବେ ଏହାକୁ ନେଇ ବଡ଼ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ଅନୁଭବ ବୁଧବାର ରାତିରେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ ନିଜ ବିବାହ ବିଚ୍ଛେଦ ସମ୍ପର୍କରେ ସୂଚନା ଦେଇଛନ୍ତି।

Anubhav Mohanty And Varsha Priyadarshini Life Latest News, Photos, Videos on Anubhav Mohanty And Varsha Priyadarshini Life - News Nation

ଅନୁଭବ ଲେଖିଛନ୍ତି ଯେ ବିବାହର ଦଶ ବର୍ଷ ପୂର୍ତ୍ତି ପୂର୍ବରୁ ତାଙ୍କର ଛାଡ଼ପତ୍ର ହୋଇଛି। ଏନେଇ ଏକ କୋର୍ଟ ନିର୍ଦ୍ଦେଶର ଫଟୋ କପିକୁ ବି ସେ ପୋଷ୍ଟରେ ଆଟାଚ କରିଛନ୍ତି। ଗତ ୧୦ ବର୍ଷ ଧରି ହୃଦୟହୀନ/ଅର୍ଥହୀନ/ମୂଲ୍ୟହୀନ/ଯନ୍ତ୍ରଣାଦାୟକ ଏବଂ ସର୍ବୋପରୀ ମିଛ ବିବାହ ବନ୍ଧନରେ ଆବଦ୍ଧ ଥିଲି। ଏବେ ଖୁସି ପାଇଁ ପ୍ରାର୍ଥନା କରନ୍ତୁ ବୋଲି ସେ ଲେଖିଛନ୍ତି।

ଗୁରୁବାର ଅର୍ଥାତ ୮ ଫେବୃଆରୀରେ ଅନୁଭବ ଓ ବର୍ଷାଙ୍କ ବିବାହର ୧୦ ବର୍ଷ ପୂର୍ତ୍ତି ହୋଇଥାନ୍ତା। କିନ୍ତୁ ଏହାର ଠିକ ଗୋଟିଏ ଦିନ ପୂର୍ବରୁ ବିବାହ ବିଚ୍ଛେଦ ସମ୍ପର୍କରେ ଅନୁଭବ ସୂଚନା ଦେଇଛନ୍ତି। ତେବେ ଏହି ଘଟଣାକୁ ନେଇ ବର୍ଷାଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

ମ୍ୟାଚ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ କୋଚ: ଆମେ ଚାପ….

କରାଚି,୨୪।୯: ଏସିଆନ ଗେମ୍ସ ୨୦୨୬ରେ ପାକିସ୍ତାନ କ୍ରିକେଟ ଟିମ ଆସନ୍ତା ସେପ୍ଟେମ୍ବର ୨୮ ରୁ ନିଜ ଅଭିଯାନ ଆରମ୍ଭ କରିବ। ତେବେ କ୍ୱାର୍ଟର ଫାଇନାଲରେ ପାକିସ୍ତାନ କେଉଁ…

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?