Posted inଜାତୀୟ

ସୁତଲି ବୋମାର ଏକ ମାଳା ପିନ୍ଧି ବିଧାନସଭାରେ ପହଞ୍ଚିଲେ ବିଧାୟକ, ଜାଣନ୍ତୁ କାରଣ…

ଭୋପାଳ,୮।୨: ଆଜି ମଧ୍ୟପ୍ରଦେଶ ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ। ମଧ୍ୟପ୍ରଦେଶର ହରଦା ଜିଲାରେ ବାଣ କାରଖାନାରେ ହୋଇଥିବା ବୋମା ବିସ୍ଫୋରଣ ସମସ୍ତଙ୍କୁ ଚକିତ କରିଛି। ହରଦା ବୋମା ବିସ୍ଫୋରଣ ପ୍ରତି ଧ୍ୟାନ କେନ୍ଦ୍ରିତ କରିବା ଉଦ୍ଦେଶ୍ୟରେ ହରଦାର କଂଗ୍ରେସ ବିଧାୟକ ସୁତଲି ବୋମା ପିନ୍ଧି ବିଧାନସଭାରେ ପହଞ୍ଚିଛନ୍ତି। ସୂଚନାଯୋଗ୍ୟ, ହରଦାରୁ କଂଗ୍ରେସ ବିଧାୟକ ଥିବା ଆର.କେ ଦୋଗନେଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବିଧାନସଭାରେ ମଧ୍ୟ ହରଦା ଦୁର୍ଘଟଣା ପ୍ରସଙ୍ଗ ଉଠିଥିଲା।

ଏହି ଭିଡିଓରେ କଂଗ୍ରେସ ବିଧାୟକ ହରଦା ବାସିନ୍ଦାଙ୍କୁ ନିବେଦନ କରୁଥିବା ଦେଖାଯାଉଛି ଯେ ଯାହାର ବୋଲେରୋ, ମାରୁତି ଭ୍ୟାନ କିମ୍ବା ଅନ୍ୟ ଚାରି ଚକିଆ ଯାନ ଅଛି ସେ ତୁରନ୍ତ ହରଦା ଜିଲା ଡାକ୍ତରଖାନାରେ ପହଞ୍ଚି ଆହତମାନଙ୍କୁ ହମିଦିଆ ଡାକ୍ତରଖାନାକୁ ନେବାରେ ସାହାଯ୍ୟ କରନ୍ତୁ। ଭାଇରାଲ ଭିଡିଓରେ ବିଧାୟକ କାନ୍ଦି ନିବେଦନ କରୁଥିବା ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri