Type your search query and hit enter:
Homepage
ରାଜ୍ୟ
Categories:
Home Left
ରାଜ୍ୟ
ଜୁଏଲଙ୍କୁ କରୋନା
6 years ago
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଭାଜପାର ବରିଷ୍ଠ ନେତା ତଥା ସୁନ୍ଦରଗଡ଼ ଏମ୍ପି ଜୁଏଲ ଓରାମ କରୋନା ସଂକ୍ରମିତ ହୋଇଛନ୍ତି। ସେ ନିଜେ ଏ ନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ କରୋନା ଟେଷ୍ଟ କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି।
Subscribe to updates
Unsubscribe from updates
Share
6 years ago
Related Post
ଗୁମାପଦରରେ ଅଚଳ ନଳକୂପ: ହଟହଟା ୧୫୦ ପରିବାର
ହାଲ୍ରେ ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ମାର୍ବଲ୍ ମନ୍ଦିରର ଉତ୍ଥାନ
ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍: ଅଭିଯୁକ୍ତ ଯୁବକ ଗିରଫ
ଖିମଜୀ ଦୟାଭାଇ କୋ.ଗ୍ରୁପ୍ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା
ସମୟଚକ୍ରରେ ସଭ୍ୟତା
କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ
ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…
ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ
୨ ମିନିଟ୍ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ
L