କୋଲକାତା,୨୭ା୫: TMCକୁ ବଡ଼ ଝଟ୍କା। ଦଳ ଛାଡ଼ଛନ୍ତି ଏମ୍ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ ନିର୍ବାଚିତ ହୋଇଥିଲେ। ଟିମ୍ଏସ୍ରୁ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଭେଟିଛନ୍ତି।
କୋଲକାତା,୨୭ା୫: TMCକୁ ବଡ଼ ଝଟ୍କା। ଦଳ ଛାଡ଼ଛନ୍ତି ଏମ୍ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ ନିର୍ବାଚିତ ହୋଇଥିଲେ। ଟିମ୍ଏସ୍ରୁ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଭେଟିଛନ୍ତି।
ପାଟନା,୨୯।୧୦: ଓଡ଼ିଶା କ୍ୟାଡରର ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ସଞ୍ଜୟ କୁମାର ସିଂହ, ଯିଏ ମୂଳତଃ ବିହାରର ବାସିନ୍ଦା, ତାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ପ୍ରମୁଖ…
ନୂଆଦିଲ୍ଲୀ,୨୯।୧୦: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ସିଇସି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି ଏନସିପି ସାଂସଦ ୟୁସୁଫ ପଠାନ କହିଛନ୍ତି ଯେ ଏହି ଦେଶର ଯୁବକ ଏବଂ…
ନୂଆଦିଲ୍ଲୀ,୨୯।୧୦: ସୁପ୍ରିମକୋର୍ଟ କହିଛନ୍ତି ଯେ ଦିଲ୍ଲୀ-ଏନସିଆର (Delhi-NCR) ରେ ବାଣ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ସେ ନାହାନ୍ତି; ବରଂ, କୋର୍ଟ ଏକ ସନ୍ତୁଳିତ ନିର୍ଦ୍ଦେଶ…
ବାରାଣସୀ,୨୯।୧୦: ଉତ୍ତର ପ୍ରଦେଶର ୧୧ଟି ବିଧାନ ପରିଷଦ ଆସନ ପାଇଁ ଫଳାଫଳ ଘୋଷଣା କରାଯାଇଛି। ଏଥିରେ ଭାରତୀୟ ଜନତା ପାର୍ଟି (ଭାଜପା) ୬ଟି ଆସନ ଜିତିଥିବା ବେଳେ…
ନୂଆଦିଲ୍ଲୀ,୨୯।୧୦: ‘ସୁପର’ ଏଲ ନିନୋ ଯୋଗୁ, ବିଶ୍ୱ ବୃଷ୍ଟିପାତ ଢାଞ୍ଚା ପରିବର୍ତ୍ତନ ହେଉଛି ଏବଂ 2026 ରେ ତାପମାତ୍ରା ବୃଦ୍ଧି ପାଉଛି। ପ୍ରତିକ୍ରିୟା ସ୍ବରୂପ, ‘କ୍ଲାଇମେଟ ଇମ୍ପାକ୍ଟ…
ନୂଆଦିଲ୍ଲୀ, ୨୯।୧୦: ଯଦି ଆପଣ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI)ର କ୍ରେଡିଟ କାର୍ଡ ବ୍ୟବହାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଜରୁରୀ। ୧ ଡିସେମ୍ବର…
ନୂଆଦିଲ୍ଲୀ,୨୯।୧୦: ଆସନ୍ତା ୧ ନଭେମ୍ୱର ୨୦୨୬ରୁ ଦେଶରେ ସାଧାରଣ ଲୋକଙ୍କ ପକେଟ, ବ୍ୟାଙ୍କିଙ୍ଗ ବ୍ୟବସ୍ଥା ଏବଂ ଦୈନନ୍ଦିନ ଜୀବନ ସହ ଜଡ଼ିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମରେ ବଡ଼…
ଲକ୍ଷ୍ନୌ,୨୯।୧୦: ଉତ୍ତରପ୍ରଦେଶରେ ସରକାରୀ ଚାକିରି ପାଇଁ ଆବେଦନକାରୀଙ୍କ ଚରିତ୍ର ଯାଞ୍ଚ ନିୟମକୁ ଅଧିକ କଡ଼ାକଡ଼ି କରାଯାଇଛି । ନୂଆ ନିର୍ଦ୍ଦେଶ ଅନୁସାରେ, କେବଳ ରାଜନୈତିକ ବିଚାରଧାରା ଆଧାରରେ…