TMC ଛାଡ଼ିଲେ ଏମ୍‌ପି କାକୋଲି ଘୋଷ, ମମତାଙ୍କର ଥିଲେ ଅତି ଘନିଷ୍ଠ

କୋଲକାତା,୨୭ା୫: TMCକୁ ବଡ଼ ଝଟ୍‌କା। ଦଳ ଛାଡ଼ଛନ୍ତି ଏମ୍‌ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ ନିର୍ବାଚିତ ହୋଇଥିଲେ। ଟିମ୍‌ଏସ୍‌ରୁ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଭେଟିଛନ୍ତି।

Dharitri – Odisha’s No.1 Odia Daily

Share