Posted inଜାତୀୟ

ରାମେଶ୍ୱର ଶର୍ମା ମମତାଙ୍କୁ ଦେଲେ ରାମାୟଣ ଉପହାର: କହିଲେ ରାମ କହିବା ଶିଖ

ଭୋପାଳ,୨୪ ।୧: ମଧ୍ୟପ୍ରଦେଶ ବିଧାନସଭାର ପ୍ରୋଟେମ ସ୍ପିକର ତଥା ହୁଜୁରର ବିଧାୟକ ରାମେଶ୍ୱର ଶର୍ମା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ରାମାୟଣ ଉପହାର ଆକାରରେ ଦେଇଛନ୍ତି । ଟୁଇଟ୍ କରି ସେ ଏହି ସୂଚନା ଦେଇଛନ୍ତି । ଶର୍ମା କହିଛନ୍ତି ଅଯୋଧ୍ୟାରେ ବହୁ ବର୍ଷ ପୂର୍ବରୁ ରାମ ମନ୍ଦିର ନିର୍ମାଣ ହେବା କଥା ସ୍ଥିର ହୋଇଥିଲେ ବି ମମତା ଏଥିରେ ରାଜି ନୁହେଁ । କାରଣ ମମତା ରାମ ନାମକୁ ପସନ୍ଦ କରନ୍ତି ନାହିଁ । ତେଣୁ ଶର୍ମା କହିଛନ୍ତି ମମତା ଦିଦି ମୋର ଆପଣଙ୍କୁ ଅନୁରୋଧ ରାମ ନାମ କହିବା ଶିଖି ଯାଆନ୍ତୁ । ଭଗବାନ ରାମଙ୍କ ବିରୋଧ କରିବା ବନ୍ଦ କରନ୍ତୁ । ପଶ୍ଚିମବଙ୍ଗରେ ଏକ କାର୍ଯ୍ୟକ୍ରମରେ ଆପଣ ଭଗବାନ ରାମଙ୍କ ଅପମାନ କରିଛନ୍ତି । ତେଣୁ ବିଧାନସଭା ନିର୍ବାଚନରେ ପଶ୍ଚିମବଙ୍ଗବାସୀ ଆପଣଙ୍କୁ ନିଶ୍ଚିତ ଶିକ୍ଷା ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri