କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍‌ କଲେ ଏମ୍‌ପି

ବାଲେଶ୍ୱର ଅଫିସ,୧୮।୩: ବାଲେଶ୍ୱର ଜିଲା ରେମୁଣା ଗୋଲେଇ ନିକଟରେ ଦୀର୍ଘଦିନ ଧରି ନୂତନ ଭାବେ ନିର୍ମାଣ ହୋଇଥିବା ଏମସ୍‌ ସାଟେଲାଇଟ୍‌ ସେଣ୍ଟରର ପୂର୍ଣ୍ଣ କାର୍ଯ୍ୟକ୍ଷମ ଓ ଉଦ୍‌ଘାଟନ ପାଇଁ ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ ଦିଲ୍ଲୀରେ ସାକ୍ଷାତ୍‌ କରି ଲିଖିତ ଦାବି କରିଛନ୍ତି। ସେଣ୍ଟରକୁ ଆହୁରି ଅଧିକ ଅନୁଦାନ ପ୍ରଦାନ ସହ ସମସ୍ତ ବିଭାଗ ଓ ପଦବୀ ପୂରଣ କରିବା ପାଇଁ ଦାବିରେ ଉଲ୍ଲେଖ କରିଛନ୍ତି। ଉତ୍ତରରେ କେନ୍ଦ୍ରମନ୍ତ୍ରୀ ମାଣ୍ଡଭୀୟ ଖୁବ୍‌ଶୀଘ୍ର ବାଲେଶ୍ୱର ଆସି ଏହାର ଉଦ୍‌ଘାଟନ କରିବା ପାଇଁ ପ୍ରତିଶ୍ରୁତି ଦେଇଥିବା ଶୁକ୍ରବାର ଏକ ପ୍ରେସ୍‌ ବିଜ୍ଞପ୍ତିରେ ଏମ୍‌ପି ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଡେରା ପକାଇଛି କେରଳ ବସ୍‌

କେନ୍ଦ୍ରାପଡ଼ା ଅଫିସ, ୨୬ା୧୦: ଦୀପାବଳି ପର୍ବ ଶେଷ ହୋଇନାହିଁ। କେନ୍ଦ୍ରାପଡ଼ା ଜିଲାର ଗଣପର୍ବରେ ସାମିଲ ହେବାକୁ ପ୍ରବାସରୁ ଆସିଥିବା ଶ୍ରମିକ କର୍ମସ୍ଥଳକୁ ବାହୁଡିଲେଣି। ଏଥିପାଇଁ ବିଭିନ୍ନ...

ଗିରଫ ହେଲେ ସୈତାନ ବାପା

ଟେନ୍‌ସା,୨ା୫(ଡି.ଏନ୍‌.ଏ.): ମଦନିଶାରେ ତିନି ୩ ନିଷ୍ପାପ ସନ୍ତାନଙ୍କୁ ହତ୍ୟା କରି ଜଙ୍ଗଲରେ ଲୁଚି ରହିଥିବା ସୈତାନ ବାପାଙ୍କୁ ଜଙ୍ଗଲ ଭିତରୁ ଗିରଫ କରିଛି କୋଇଡା ପୋଲିସ।...

୩୦ ମିନିଟ୍‌ରେ ଜାମିନ ମିଳିବା ଘଟଣା: ଏସ୍‌ଆଇ ନିଲମ୍ବିତ

ଅନୁଗୋଳ ଅଫିସ,୩୦।୧: ତଦନ୍ତ ପ୍ରକ୍ରିୟାରେ ଅବହେଳା ଓ କେସ୍‌ ରେକର୍ଡରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ କୋର୍ଟକୁ ପ୍ରଦାନ କରି ନ ଥିବାରୁ ଅନୁଗୋଳ ଥାନା ଏସ୍‌ଆଇ ଅରକ୍ଷିତ...

ବେଦାନ୍ତ ଖଣିରୁ ଜଳ ନମୁନା ସଂଗ୍ରହ କଲା ସିପିସିବି

ଯାଜପୁର ଅଫିସ,୧୭ା୯: ବେଦାନ୍ତ ଫାକର ଓସ୍ତପାଳ କ୍ରୋମାଇଟ ଖଣିରୁ ପ୍ରାୟ ୧୫ ଲକ୍ଷ ଘନମିଟର ବର୍ଜ୍ୟଜଳ ଡମଶାଳା ନାଳାକୁ ବିନା ଟ୍ରିଟମେଣ୍ଟରେ ଛାଡ଼ିବା ମାମଲାରେ ସିପିସିବି(ସେଣ୍ଟ୍ରାଲ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ଲିଫ୍ଟ ଅଚଳ

କେନ୍ଦୁଝର,୯।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୀର୍ଘ ଦିନ ହେଲା ଲିଫ୍ଟ ଅଚଳ ଯୋଗୁ ରୋଗୀ ହିନସ୍ତା ହେଉଛନ୍ତି। ବିଶେଷ କରି ବୃଦ୍ଧା/ବୃଦ୍ଧ, ଶାରିରୀକ ଭିନ୍ନକ୍ଷମ...

ପୋଖରୀରେ ବୁଡ଼ି ୨ ଭଉଣୀ ମୃତ

ଖଲ୍ଲିକୋଟ,୨୧ା୧୦(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତୁଳସୀପୁର ଗ୍ରାମ ନିକଟ ପୋଖରୀରେ ବୁଡ଼ି ବୁଧବାର ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉକ୍ତ...

ଫାଟୁସିନେରିରେ ଆନ୍ଧ୍ର କଲା ନିର୍ବାଚନ: ସେଧା ହେଲେ ସରପଞ୍ଚ

ପଟାଙ୍ଗୀ,୧୪ା୨: ଆନ୍ଧ୍ର ଓଡ଼ିଶାର ସୀମାନ୍ତ ଗ୍ରାମ କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମକୁ ନିଜର ବୋଲି ଦାବି ସାବ୍ୟସ୍ଥ କରିବା ପାଇଁ...

ଚାପରେ ଚେପା ତଦନ୍ତ ରିପୋର୍ଟ

ଯାଜପୁର ଅଫିସ,୧୦ା୫:ଶିଳ୍ପ, କାରଖାନାରେ ଭରିଗଲାଣି ଯାଜପୁର ଜିଲାର କଳିଙ୍ଗନଗର ଓ ଜାରକା ଶିଳ୍ପାଞ୍ଚଳ। ଦ୍ରୁତ ଶିଳ୍ପାୟନ ଦ୍ୱାରା ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ ଏବଂ ବିକାଶ...

Advertisement
Archives

Model This Week