ସାଂସଦଙ୍କ ଦାବି, ପ୍ରତିବର୍ଷ ୭୦ ହଜାର ଆମେରିକୀୟଙ୍କୁ ହତ୍ୟା କରୁଛି ଚାଇନା

ୱାଶିଂଟନ,୧୨ ।୩: ଆମେରିକା ସାଂସଦ ମାଇକ ଗାଲାଗହେର ଦାବି କରିଛନ୍ତି ଯେ ପ୍ରତିବର୍ଷ ଚାଇନା ୭୦,୦୦୦ ଆମେରିକୀୟଙ୍କୁ ହତ୍ୟା କରୁଛି । ତିବ୍ୱତ ଉପରେ ଚାଇନାର ଆକ୍ରମଣ ବିରୋଧରେ ଚାଇନା ଦୂତାବାସ ବାହାରେ ୱାଶିଂଟନରେ ହୋଇଥିବା ବିରୋଧ ପ୍ରଦର୍ଶନରେ ସାମିଲ ହେବାକୁ ୱାଶିଂଟନରେ ପହଞ୍ଚିଥିବା ଗାଲାଗହେର କହିଛନ୍ତି, ଚାଇନା ଆଜିବି ନିର୍ଦ୍ଦୋଷଙ୍କ ରକ୍ତର ଭୋକ ଓ ବିସ୍ତାତାରବାଦୀ ହୋଇ ରହିଛି । ତିବ୍ୱତୀୟ ସମ୍ପ୍ରଦାୟର ସଦସ୍ୟଙ୍କ ସହ କଥାବାର୍ତ୍ତା ହୋଇ ଗାଲାଗହେର କହିଛନ୍ତି, ତିବ୍ୱତୀୟ ଲୋକମାନେ ଚାଇନାର ନିର୍ଦ୍ଦୟ ସାଂସ୍କୃତିକ ନରସଂହାରର ଶିକାର ହୋଇଛନ୍ତି, ହେଲେ ସ୍ୱାଧିନତା ପାଇଁ ଲଢିବା ପାଇଁ ସେମାନଙ୍କର ସାହସ ଏକ ଆଦର୍ଶ । ଚାଇନା ବେଳେ ବେଳେ ଗୁପ୍ତଚର ବେଲୁନ ମାଧ୍ୟମରେ ଏବଂ ବେଳେ ବେଳେ ଏକ ଆପ ମାଧ୍ୟମରେ ଆମେରିକାର ସାର୍ବଭୌମତ୍ୱ ଉପରେ ଆକ୍ରମଣ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri