Posted inଜାତୀୟ

ଇଡିରେ ହାଜର ହେବେ ସଞ୍ଜୟ ରାଉତଙ୍କ ପତ୍ନୀ, ସାମ୍ନା ସାମ୍ନି ହୋଇପାରେ ଜେରା

ମୁମ୍ବାଇ,୬ ।୮: ପାତ୍ର ଚଲ ଜମି ଦୁର୍ନୀତି ମାମଲାରେ ଶିବସେନା ଏମପି ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ଶନିବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହୋଇପାରନ୍ତି । ପୂର୍ବରୁ ସଞ୍ଜୟ ଇଡି ଜେରାର ସାମ୍ନା କରିଥିବା ବେଳେ ଶନିବାର ଉଭୟଙ୍କୁ ସାମ୍ନା ସାମ୍ନି ବସାଇ ଇଡି ପଚରା ଉଚରା କରିପାରେ ବୋଲି ଅନୁମାନ କରାଯାଉଛି ।

ସୂଚନାଯୋଗ୍ୟ, ପାତ୍ର ଚଲ ଜମି ଦୁର୍ନୀତି ମାମଲାରେ ଶିବସେନା ଏମପି ସଞ୍ଜୟ ରାଉତ ପୂର୍ବରୁ ଗିରଫ ହୋଇ ଇଡି ହେପାଜତରେ ରହିଛନ୍ତି । ତେବେ ଗୋଟିଏ ଦିନ ପୂର୍ବରୁ ସଞ୍ଜୟ ଅଭିଯୋଗ କରିଥିଲେ କି ତାଙ୍କୁ ରଖାଯାଇଥିବା ଘରେ ଝରକା ନ ଥିବାରୁ  ତାଙ୍କୁ ଅଣନିଶ୍ୱାସି ଲାଗୁଛି । କୋର୍ଟ ଏହାକୁ ନେଇ ଇଡିର ଓକିଲଙ୍କଠାରୁ  ସ୍ପଷ୍ଟିକରଣ ମାଗିଥିଲା । ଇଡିର ଓକିଲ କହିଥିଲେ ସଞ୍ଜୟଙ୍କୁ ଏସି କୋଠରି ଦିଆଯାଇଥିବାରୁ ସେଥିରେ ଝରକା ନାହିଁ । ହେଲେ ସଞ୍ଜୟ କହିଥିଲେ ସେ ଅସୁସ୍ଥ ଥିବାରୁ  ତାଙ୍କୁ ଏସିର କୌଣସି ଆବଶ୍ୟକତା ନାହିଁ । ତେଣୁ ସେ ଏହାର ବ୍ୟବହାର କରୁନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମ୍ୟାଚ୍‌: ପୁଣି ଚର୍ଚ୍ଚାରେ ହ୍ୟାଣ୍ଡଶେକ ବିବାଦ

ନାଗୋୟା,୨ା୧୦: ଶନିବାର ଏସିଆନ ଗେମ୍ସ ପୁରୁଷ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ପୂର୍ବରୁ ପୁଣି ଥରେ ହ୍ୟାଣ୍ଡଶେକ୍‌ ବିବାଦ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ଗିଲ୍‌: ଜାଣନ୍ତୁ ODI ରନ୍‌ ତାଲିକାରେ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ, ୨।୧୦: ୨୦୨୬ରେ ଦିନିକିଆ କ୍ରିକେଟରେ ଭାରତୀୟ ବ୍ୟାଟର୍ସଙ୍କ ଦବଦବା ଜାରି ରହିଛି। ଚଳିତ ବର୍ଷ ସର୍ବାଧିକ ODI ରନ କରିଥିବା ଟପ-୫ ବ୍ୟାଟର୍ସଙ୍କ ତାଲିକାରେ ଭାରତର…

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?