ସଂଗଠନ ମଜଭୁତ ପାଇଁ କର୍ଣ୍ଣମନ୍ତ୍ର ଦେଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତ ହୋଇଛି। ଏହି ସମୟରେ ସେ ଦାରିଙ୍ଗବାଡ଼ି ଓ ବ୍ରାହ୍ମଣୀଗାଁ ମଣ୍ଡଳର କର୍ମକର୍ତ୍ତାଙ୍କୁ ନେଇ ସାଙ୍ଗଠନିକ ବୈଠକ କରି ଦଳକୁ ମଜଭୁତ କରିବା ସହ ସଦସ୍ୟ ସଂଖ୍ୟା ବୃଦ୍ଧି ପାଇଁ ସମସ୍ତଙ୍କୁ ଆଦ୍ୱାନ ଦେଇଥିଲେ ଏମ୍‌ପିଙ୍କ ସହ ଭାଜପାର ଜିଲା ସଭାପତି ଜଗନ୍ନାଥ ସାହୁ, ବିଶ୍ୱ ହିନ୍ଦୁ ପରିଷଦର କନ୍ଧମାଳ ଦାୟିତ୍ୱରେ ଥିବା ମନୋଜ ଆଚାର୍ଯ୍ୟ ଓ ଦଳୀୟ କର୍ମୀ ଉପସ୍ଥିତ ଥିଲେ।

ଏମ୍‌ପି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନରେ ବି ଯାଇଥିଲେ। ସେ ପ୍ରଥମେ ଅନ୍ତଃବିଭାଗ ପରିଦର୍ଶନ କରିଥିଲେ। ସେଠାରେ ରୋଗୀଙ୍କ ପାଇଁ ରହିଥିବା ଶୌଚାଳୟର ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ ଏନେଇ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କୁ ଶୌଚାଳୟକୁ ସର୍ବଦା ସଫେଇ କରିବାକୁ ପରାମର୍ଶ ଦେବା ସହ ଅବ୍ୟବସ୍ଥାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ପରେ ସେ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକ ସମ୍ମୁଖରେ ଓ ତା’ର ଆଖପାଖ ଅଞ୍ଚଳରେ ସଫେଇ କରିଥିଲେ। ସେହିପରି ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଏମ୍‌ପିଙ୍କ ସହ ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ଆଇଆଇଆସି ରମେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସଫେଇ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri