କୋଭିଡ ପଜିଟିଭ୍‌ ସତ୍ତ୍ୱେ ଟ୍ରେନରେ ଯାତ୍ରା କରିବା ପଡିଲା ମହଙ୍ଗା, ୩୦ ଦିନ ଯାଏ ସଂସଦରୁ ନିଲମ୍ବିତ

ଲଣ୍ଡନ,୩୦।୩: ବ୍ରିଟେନର ଏମ୍‌ପି ମାର୍ଗେଟ ଫେରିଅର୍‌ କରୋନାରେ ଆକ୍ରାନ୍ତ ଥିବା ସତ୍ତ୍ୱେ ଲଣ୍ଡନରୁ ଗ୍ଲାସ୍‌ଗୋକୁ ଟ୍ରେନରେ ଯାତ୍ରା କରିବା ପଡିଲା ମହଙ୍ଗା। ତାଙ୍କୁ ଲୋକ ସଭାରୁ ୩୦ ଦିନ ପର୍ଯ୍ୟନ୍ତ ନିଲମ୍ବିତ କରାଯାଇଛି। ସଂସଦର ମାନକ କମିଟି କହିଛି ଯେ, ମାର୍ଗେଟ ଫେରିଅର୍‌ ସଂସଦର ପ୍ରତିଷ୍ଠାକୁ କ୍ଷତି ପହଞ୍ଚାଇଛି ଏବଂ ଟ୍ରେନରେ ଯାତ୍ରା କରି ଜନସାଧାରଣଙ୍କୁ ବିପଦରେ ପକାଇଛନ୍ତି। ଯଦି ଲୋକ ସଭାରେ ତାଙ୍କ ବିରୋଧରେ ସଂଖ୍ୟା ଗରିଷ୍ଠତା ଭୋଟ ଦିଆଗଲେ ତେବେ ସେ ଦୋଷୀ ସାବ୍ୟସ୍ତ ହେବେ। ପରବର୍ତ୍ତୀ ସମୟରେ ଉକ୍ତ ଆସନରେ ଉପ-ନିର୍ବାଚନ ହୋଇପାରେ। ମାର୍ଗେଟ ୨୦୧୭ ନିର୍ବାଚନ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାନଯାତ୍ରା ପରେ ଜ୍ୱରରେ ପୀଡି଼ତ ମହାପ୍ରଭୁ; ଅଲାନାଥରେ ଚାଲିଛି ଦର୍ଶନ, ଜମୁଛି ଭକ୍ତଙ୍କ ଭିଡ଼

ପୁରୀ,୩୦।୬: ଆଜିଠୁ ବ୍ରହ୍ମଗିରି ପାଲଟିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ।ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ଅଛନ୍ତି କାଳିଆ ଠାକୁର ।…

ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା

ଭୁବନେଶ୍ୱର,୩୦।୬: ରାଜଧାନୀର ବହୁଚର୍ଚ୍ଚିତ ଖଣ୍ଡଗିରି ହତ୍ୟାକାଣ୍ଡରେ ମୃତକଙ୍କ ପରିବାରକୁ ଆଉ ଏକ ବଡ଼ ଝଟକା ଲାଗିଛି। ହତ୍ୟାକାଣ୍ଡ ସମୟରେ ପୁଅଙ୍କୁ ବଞ୍ଚାଇବାକୁ ଯାଇ ଗୁରୁତର ଆହତ ହୋଇଥିବା…

ଜାତୀୟ ରାଜପଥରୁ ମିଳିଲା ଅଚିହ୍ନା ମୃତଶରୀର: ବଢୁଛି ସନ୍ଦେହ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ଅମାଠ ଛକଠାରେ ରାସ୍ତା ଉପରେ ଏକ ଅଚିହ୍ନା ମୃତଶରୀର ମଙ୍ଗଳବାର ପଡ଼ିଥିବାର…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

କ୍ରିକେଟରଙ୍କ ବିରୋଧରେ ଘରୋଇ ସହାୟକଙ୍କୁ ଆକ୍ରମଣ ଅଭିଯୋଗ, ତାଙ୍କ ବାପା-ଡ୍ରାଇଭରଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ

ନୂଆଦିଲ୍ଲୀ,୩୦।୬: ଆଇପିଏଲରେ ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଜଣାଶୁଣା ଶଶାଙ୍କ ସିଂହ ଏବେ ଏକ ଭିନ୍ନ କାରଣ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ଭୋପାଳରେ ତାଙ୍କ ବିରୋଧରେ ଏକ…

ହୁମ୍ମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ସାଇକେଲରେ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ…

ଗଞ୍ଜାମ,୩୦।୬(ଅନାଥ ତରାଇ): ହୁମ୍ମା ଓଭରବ୍ରିଜ୍ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ,…

ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ:୫ ସ୍ଥାନରେ ଖାନତଲାସି ଜାରି

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ବୁର୍ଲା ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର) ଅଧୀକ୍ଷକଙ୍କ କାର୍ଯ୍ୟାଳୟର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ…

‘କକ୍ରୋଚ ଜନତା ପାର୍ଟି’କୁ ନେଇ ପ୍ରଥମ ବିବୃତ୍ତି ଜାରି କଲା ଭାଜପା, ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୬: ‘କକ୍ରୋଚ ଜନତା ପାର୍ଟି’ (CJP) ସମ୍ପ୍ରତି ଦେଶରେ ଆଲୋଚନାର ବିଷୟ ପାଲଟିଛି। ଅନେକ ପ୍ରମୁଖ ବ୍ୟକ୍ତିତ୍ୱଙ୍କ ସହ ଜଡିତ ଥିବାରୁ ଏହି ଦଳ ଚର୍ଚ୍ଚାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri