ମା ’ ଗଜଲକ୍ଷ୍ମୀ ଆର୍ଶିବାଦ ନେଲେ ଏମପି

ପୁରୁଷୋତ୍ତମପୁର,୯।୧୦,(ସବିତା ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମାଠାରୁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ମା’ଗଜଲକ୍ଷ୍ମୀଙ୍କ ପୂଜା ହୋଇ ଆସୁଛି। ଆଜକୁ ଦୀର୍ଘ ୫୦ ବର୍ଷ ହେଲା ଏଠାରେ ମା’ ପୂଜାପାଇ ଆସୁଛନ୍ତି। କିଛିବର୍ଷ ହେଲା ଏଠାରେ ଚାନ୍ଦିମେଢ ହୋଇ ରୂପାର ଅଳଙ୍କାର ବିଭୂସିତା ହୋଇଆସୁଥିବା ମା’ ଚଳିତ ବର୍ଷ ରୂପା ସାଙ୍ଗକୁ ସୁନାର ଅଳଙ୍କାରରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହାକୁ ନେଇ ଗୁରବାର ସନ୍ଧ୍ୟାରେ ଆସିକା ଏମପି ଅନିତା ଶୁଭଦର୍ଶନୀ ଆସି ମା’ଙ୍କ ଦର୍ଶନ କରି ଆର୍ଶିବାଦ ନେଇଛନ୍ତି। ଏହାସହ ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ଭକ୍ତଙ୍କ ସହଯୋଗରେ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟକୁ ଦେଖି ଖୁସି ପ୍ରକଟ କରିଛନ୍ତି। ଏମପିଙ୍କ ସମେତ ଘୁମୁସର ଜିଲା ଭାଜପା ସାଧାରଣ ସଂପାଦକ ଅନିଲ କୁମାର ପଣ୍ଡା, ସାଂସଦ ପ୍ରତିନିଧି ଜୟନାରାୟଣ ଦାଶ,ସୀତାରାମ ପାଣିଗ୍ରାହି ପ୍ରମୁଖ ଉପସ୍ଥିତ ଥିଲେ । ଏହିଅବସରରେ ସାହି ବାସିନ୍ଦାଙ୍କ ପକ୍ଷରୁ ଏମପିଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।

 

Dharitri – Odisha’s Leading and Most Trusted Odia Newspaper

Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri