Posted inଜାତୀୟ

ମହିଳାଙ୍କୁ ଉଲଗ୍ନ କରି ନିସ୍ତୁକ ଛେଚିଲେ

ଭୋପାଳ,୮।୧୦: ମଧ୍ୟପ୍ରଦେଶର ଧର ଜିଲାରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ମଧ୍ୟବୟସ୍କା ବିଧବାଙ୍କୁ ପଡୋଶୀ ଉଲଗ୍ନ କରି ନିର୍ଘାତ ମାଡ଼ ମାରିଛନ୍ତି। ଶତାଧିକ ଲୋକଙ୍କ ଉପସ୍ଥିତିରେ ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରୁଥିବା ଭିଡ଼ିଓ ଭାଇରାଲ ହୋଇଛି। ପୋଲିସ ତଦନ୍ତ ପରେ ଘଟଣାରେ ସମ୍ପୃକ୍ତ ୩ ଜଣ ସମ୍ପର୍କୀୟ ଓ ପଡୋଶୀଙ୍କୁ ଗିରଫ କରାଯିବା ସହ ୪ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନୂତନ ଶିକ୍ଷାନୀତି ନୂଆ ଭାରତର ମୂଳଦୁଆ’

ନୂଆଦିଲ୍ଲୀ, ୮।୮(ପି.ଟି.): ନୂତନ ଜାତୀୟ ଶିକ୍ଷାନୀତି ନବଭାରତର ମୂଳଦୁଆ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିବା ସହିତ ଏଥିରେ ଥିବା ସଂସ୍କାରକୁ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ...

ତିନି ତଲାକ୍‌ ବିଲ୍‌କୁ ରାଷ୍ଟ୍ରପତିଙ୍କ ମୋହର

ନୂଆଦିଲ୍ଲୀ, ୨।୮(ପି.ଟି.):ପାର୍ଲାମେଣ୍ଟରେ ଗୃହୀତ ହୋଇଥିବା ତିନି ତଲାକ୍‌ ବିଲ୍‌କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ବୀକୃତି ପ୍ରଦାନ କରିଛନ୍ତି। ଫଳରେ ଏହା ଆଇନରେ ପରିଣତ ହୋଇଛି। ମୁସଲମାନ ସମ୍ପ୍ରଦାୟରେ...

ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ନେଇ ଗୋଇନ୍ଦା ଆଲର୍ଟ

ମୁମ୍ବାଇ, ୩୦ା୧୨: ନୂଆବର୍ଷ ପୂର୍ବଦିନ ଖଲିସ୍ତାନୀ ଆତଙ୍କବାଦୀମାନେ ମୁମ୍ବାଇରେ ଆକ୍ରମଣ କରିବାର ଆଶଙ୍କା ରହିଛି। ଏ ନେଇ ଗୋଇନ୍ଦା ସୂଚନା ମିଳିବା ପରେ ସେଠାରେ ହାଇ...

ଚାଇନାରୁ ରାଞ୍ଚି, ଜମସେଦପୁରକୁ ଫେରିଥିବା ୪ ବ୍ୟକ୍ତିଙ୍କ ରକ୍ତ ନମୂନା ନେଗେଟିଭ

ରାଞ୍ଚି,୧୧।୨: ଚାଇନା ସହ ବିଶ୍ୱର ଅନ୍ୟ ଦେଶଗୁଡିକରେ କରୋନାଭାଇରସ୍‌ ବ୍ୟାପିବାରେ ଲାଗିଛି। ଚାଇନାରେ ଏବେ ପର୍ଯ୍ୟନ୍ତ ଏଥିରେ ଆକ୍ରାନ୍ତ ହୋଇ ହଜାରେରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ...

ସରପଞ୍ଚଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୧୫।୪: ଜମ୍ମୁ-କଶ୍ମୀର ବାରମୁଳାରେ ଆତଙ୍କବାଦୀମାନେ ପୁଣି ଥରେ ସରପଞ୍ଚମାନଙ୍କୁ ଟାର୍ଗେଟ କରୁଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ଜଣେ ଭାଜପା ସମର୍ଥକ ସରପଞ୍ଚଙ୍କୁ ଗୁଳି କରି ହତ୍ୟା...

୬୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ୭ ହଜାର କୋଟିର କ୍ଷତି

ଡେରାଡୁନ,୨୧।୧୦: ଉତ୍ତରାଖଣ୍ଡରେ ହୋଇଥିବା ବନ୍ୟା ଯୋଗୁ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୬୪ରେ ପହଞ୍ଚିଛି। ଏବେବି ଅନେକ ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ବଢିବା ଆଶଙ୍କା କରାଯାଉଛି।...

ନିବେଶକ ହରାଇଲେ ୧୦.୭୩ ଲକ୍ଷ କୋଟି

ମୁମ୍ବାଇ,୨୮।୧: ଆଦାନୀ ଗ୍ରୁପ୍‌ ଅଧୀନ କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟରେ ହ୍ରାସ ଯୋଗୁ ଅନ୍ୟ କମ୍ପାନୀଗୁଡ଼ିକ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏଥିଯୋଗୁ ପୁଞ୍ଜିବଜାର ଲଗାତର ଦ୍ୱିତୀୟ ଦିନ...

ଗାୟକ ସୋନୁ ନିଗମଙ୍କ ଉପରେ ଆକ୍ରମଣ

ମୁମ୍ବାଇ,୨୧ ।୨: ବଲିଉଡ ଗାୟକ ସୋନୁ ନିଗମ ଓ ତାଙ୍କ ବନ୍ଧୁ ରବ୍ୱାନି ମୁସ୍ତାଫା ଖାଁଙ୍କ ଉପରେ ଆକ୍ରମଣ ହୋଇଛି । ମୁମ୍ବାଇର ଚେମ୍ବୁର ଅଞ୍ଚଳରେ...

Advertisement
Archives

Model This Week