ଓଡ଼ିଆ ଅସ୍ମିତାକୁ ଦିଆଯିବ ଗୁରୁତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତିର ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ମ୍ୟୁଜିୟମ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା ଛକଠାରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ ଓ ଡଃ ବି. ଆର୍‌. ଆମ୍ବେଦକର ଏବଂ ୧୨୦ ବାଟାଲିୟନ ଛକରେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ବରପୁତ୍ରମାନଙ୍କ ଆଶୀର୍ବାଦ କାମନା କରିଥିଲେ।

ସେ କହିଛନ୍ତି ଯେ, ଦେଶର ସ୍ବାଧୀନତା, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ, ଓ ଓଡ଼ିଆ ଅସ୍ମିତାର
ସୁରକ୍ଷାରେ ଆମର ଏହି ବରପୁତ୍ରମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି।ରାଜ୍ୟର ନୂଆ ସରକାର ଓଡ଼ିଆ ଅସ୍ମିତାର ସୁରକ୍ଷା ଉପରେ ଗୁରୁତ୍ୱ ଦେଇ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି ଓ କରି ଚାଲିବେ ବୋଲି ସେ କହିଥିଲେ।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ବିଧାୟକବିଧାୟିକାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?