ବିଭିନ୍ନ ସମସ୍ୟା ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଆଲୋଚନା କଲେ ସାଂସଦ

ପଦ୍ମପୁର,୨।୫(ପ୍ରଦୀପ୍ତ ଦାଶ):ପଦ୍ମପୁର ଠାରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ସହିତ ପଦ୍ମପୁର ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ପଦ୍ମପୁର ଗଣମାଧ୍ୟମର ପ୍ରତିନିଧିମାନେ ଆଲୋଚନା କରିଛନ୍ତି । ବିଶେଷକରି ପଦ୍ମପୁରରେ ଏକ ଆଞ୍ଚଳିକ ସହକାରୀ ପରିବହନ କାର୍ଯାଳୟ ସ୍ଥାପନ ସମେତ ପଦ୍ମପୁରର ସ୍ବାସ୍ଥ୍ୟ ସେବା ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ। ସାଂସଦ ପୁରୋହିତ ଏ ସଂପର୍କରେ ବିଭାଗୀୟ ମନ୍ତ୍ରୀ ମାନଙ୍କ ସହିତ ଆଲୋଚନା କରିବା ପାଇଁ ପ୍ରତିଶ୍ରୁତି ଦେବା ସହିତ ଏହି ସମସ୍ୟା ସମ୍ପର୍କରେ ଶୀଘ୍ର ପଦକ୍ଷେପ ଗ୍ରହଣ କରିବା ପାଇଁ କହିଥିଲେ। ଆଲୋଚନାରେ ଖବରଦାତା ରତ୍ନମଣୀ ଶତପଥୀ, ଅଶ୍ୱିନୀ ଧରୁଆ, ପ୍ରଦୀପ୍ତ ଦାଶ, ସୁଦାମ ପଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri