ଏଏସ୍‌ଆଇ ଭାବେ ଯୋଗ ଦେଲେ ଏମ୍‌ପିଙ୍କ ପିଏସ୍‌ଓ

ଭଦ୍ରକ ଅଫିସ, ୨।୧: ଭଦ୍ରକ ପୋଲିସ ମୁଖ୍ୟାଳୟରେ ଏଏସ୍‌ଆଇ ଭାବେ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କ ପିଏସ୍‌ଓ ଅଶୋକ କୁମାର ବେହେରା ଶୁକ୍ରବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ୧୮ ବର୍ଷ ବୟସରେ ୨୦୦୨ ବ୍ୟାଚ୍‌ରେ ଏପିଆର୍‌ କନଷ୍ଟେବଲ ଭାବେ ଯୋଗଦାନ କରିଥିବା ଆଶୋକ ପରବର୍ତ୍ତୀ ସମୟରେ ମାଓ ଦମନ ନିମନ୍ତେ ଉଦ୍ଦିଷ୍ଟ ଏସ୍‌ଓଜି କମାଣ୍ଡୋ ବାହିନୀରେ ଯୋଗଦେଇ ସଫଳତା ପୂର୍ବକ କାର୍ଯ୍ୟ କରିଥିଲେ। ଏମ୍‌ପିଙ୍କ ପିଏସ୍‌ଓ ଭାବେ ବର୍ତ୍ତମାନ କାର୍ଯ୍ୟରତ ଥାଇ ଚଳିତବର୍ଷ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର ପରୀକ୍ଷାରେ ସର୍ବାଧିକ ନମ୍ବର ରଖି ଭଦ୍ରକ ଜିଲାରେ ପ୍ରଥମ ଓ ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲା ଆକାଶ ତଳେ ଅସହାୟ ପରିବାର: ମିଳୁନି ସରକାରୀ ସୁବିଧା

ତରବୋଡ଼,୩।୧(ଡି.ଏନ.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଞ୍ଚାୟତ କୋକପଦର ଗ୍ରାମ ଜଙ୍ଗଲ ନିକଟରେ ରୁହନ୍ତି କାହ୍ନୁ ମାଝୀ(୫୦)। ସ୍ତ୍ରୀ ବାସନ୍ତି ମାଝୀ(୪୫) ଓ ପୁଅ...

ଜବରଦଖଲ ଉଚ୍ଛେଦକୁ ନେଇ ରାଜନୀତି ସରଗରମ

ଗଞ୍ଜାମ,୨।୭(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଦୀର୍ଘ ୭୦ ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସିଥିବା ପୂଜକ କନ୍ଧ ଶତପଥୀଙ୍କ ବାରିପଟ ଘର ସରକାରୀ ଜାଗାରେ ଥିବା ଦର୍ଶାଇ...

ଭଙ୍ଗାଘରେ ଦିନ କାଟୁଛନ୍ତି ତାଳଧ୍ୱଜ ରଥର ବିଶ୍ୱକର୍ମା

ପୁରୀ ଅଫିସ,୨୭।୭:ସେ ହେଉଛନ୍ତି ବିଶ୍ୱକର୍ମା। ତାଳଧ୍ୱଜ ରଥର ମୁଖ୍ୟ ବିନ୍ଧାଣୀ। ତାଙ୍କ ନେତୃତ୍ୱରେ ନିର୍ମାଣ ହେଉଛି ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ଭବ୍ୟ ରଥ। ତାଙ୍କ ହାତ ତିଆରି...

ନକଲି ମହିଳା ଆଇପିଏସ୍‌ ଅଫିସର ଗିରଫ

ରାଉରକେଲା ଅଫିସ, ୧୯।୮-ରାଉରକେଲା ଉଦିତନଗର ପୋଲିସ ମଙ୍ଗଳବାର ଜଣେ ନକଲି ମହିଳା ଆଇପିଏସ୍‌ ଅଫିସରଙ୍କୁ ଧରିଛି। ବୁଧବାର ତାଙ୍କୁ ଗିରଫ କରାଯାଇଛି। ଏହି ମହିଳା ଜଣକ...

ମାସ୍କ ନ ପିନ୍ଧିଲେ ମିଳିବନି ସାମଗ୍ରୀ

ଢେଙ୍କାନାଳ ଅଫିସ, ୨୬।୪ – କରୋନା ସଂକ୍ରମଣ ପ୍ରତିହତ କରିବାକୁ ମାର୍ଚ୍ଚ ୨୫ରୁ ଲକ୍‌ଡାଉନ୍‌ ଜାରି ରହିଛି। ଲୋକମାନଙ୍କ ସୁବିଧା ଏବଂ ଗ୍ରାମାଞ୍ଚଳ ଅର୍ଥନୀତିକୁ ଟ୍ରାକ୍‌କୁ...

୧୬ କୋଟି ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ଆର.ଉଦୟଗିରି,୯ା୧୧(ଡି.ଏନ.ଏ.)-ଆର.ଉଦୟଗିରି ଥାନା କାଲିପଙ୍କ ଏବଂ ପାଇକରାୟ ଜଙ୍ଗଲରୁ ଅବକାରୀ, ପୋଲିସ, ବନ ବିଭାଗ ଏବଂ ରାଜସ୍ବ ବିଭାଗ ଚଢ଼ାଉ କରି ବିପୁଳ ଗଞ୍ଜେଇ ଗଛ ନଷ୍ଟ...

ବିରଳ ହ୍ବେଲ୍‌ ସାର୍କର ଜୀବନ ବଞ୍ଚାଇଲେ ପର୍ଯ୍ୟଟକ

ଚିକିଟି,୨୬ା୨: ଗଞ୍ଜାମ ଜିଲା ଚିକିଟି ବ୍ଲକ ସୁନୁପୁର ସ୍ଥିତ ସମୁଦ୍ର ଉପକୂଳରେ ଏକ ବିରଳ ପ୍ରଜାତିର ହ୍ବେଲ୍‌ ସାର୍କ ଦେଖିବାକୁ ମିଳିଛି। ପର୍ଯ୍ୟଟକମାନେ ବେଳାଭୂମିରେ ବୁଲୁଥିବା...

ଶିକ୍ଷା ବିଭାଗ କର୍ମଚାରୀଙ୍କୁ କଂସଙ୍କ ଡାକରା

ଚନ୍ଦାହାଣ୍ଡି,୧୬।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସଦର ମହକୁମାରେ ଚାଲିଥିବା ବାଲିଯାତ୍ରାର ଅଷ୍ଟମ ରଜନୀରେ ଅଷ୍ଟମଲ୍ଲ ସଖା ବଧ ମଞ୍ଚସ୍ଥ ହୋଇଛି। ମହାରାଜ କଂସଙ୍କୁ ଚନ୍ଦାହାଣ୍ଡି...

Advertisement
Archives

Model This Week