Posted inଜାତୀୟ

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ବାଚସ୍ପତି: ୮ ଏମ୍‌ପିଙ୍କୁ ସଂସଦରୁ କଲେ ନିଲମ୍ବନ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୨: ଲୋକସଭା କାର୍ଯ୍ୟକାଳ ମଧ୍ୟରେ ମଙ୍ଗଳବାର ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। କିଛି ବିରୋଧୀ ଏମ୍‌ପି ଦୁଇଥର ବାଚସ୍ପତିଙ୍କ ଚୌକି ଆଡ଼କୁ କାଗଜ ଫିଙ୍ଗିଥିଲେ। ଏହି ଏମ୍‌ପିମାନଙ୍କ ମଧ୍ୟରେ ଅମରିନ୍ଦର ସିଂ ରାଜା ୱାରିଂ, ହିବି ଏଡେନ, ମାଣିକମ ଟାଗୋର ବି, ଗୁରଜିତ ସିଂହ ଆଉଜଲା, ପ୍ରଶାନ୍ତ ଯାଦବରାଓ, କିରଣ କୁମାର ରେଡ୍ଡୀ, ଏସ. ଭେଙ୍କଟେସନ ଏବଂ ଡିନ କୁରିଆକୋସେ ଥିଲେ। ବାଚସ୍ପତି ଏହି ଏମ୍‌ପିମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କୁ ସଂସଦରୁ ନିଲମ୍ବିତ କରିଛନ୍ତି। ରୁଲ୍‌ ନମ୍ବର ୩୭୪୨ ଅନୁଯାୟୀ ଏହି ଏମ୍‌ପିମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ହଟ୍ଟଗୋଳ ଯୋଗୁ ଲୋକସଭା କାର୍ଯ୍ୟ ବୁଧବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଏହା ପରେ ବିରୋଧୀ ଏମ୍‌ପିମାନେ ଗୃହରୁ ବାହାରକୁ ଚାଲିଆସି ସଂସଦ ପରିସରରେ ପ୍ରତିବାଦ କରିଥିଲେ। ବିରୋଧୀ ଏମ୍‌ପିମାନଙ୍କ ସହିତ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri