Posted inଜାତୀୟ

ଶାହଙ୍କ ପାଇଁ ନୂଆ ଯୁଗ ଦେଖୁଛି ଜମ୍ମୁ-କଶ୍ମୀର

ନୂଆଦିଲ୍ଲୀ,୧୨।୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ପାଇଁ ଜମ୍ମୁ-କଶ୍ମୀରରେ ନୂଆ ଯୁଗ ଆରମ୍ଭ ହୋଇଛି। ମଙ୍ଗଳବାର ଏଭଳି ଟିପ୍ପଣି ଦେଇଛନ୍ତି ମାନବାଧିକାର ମୁଖ୍ୟ ଅରୁଣ ମିଶ୍ର।

ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ର ପ୍ରତିଷ୍ଠାକୁ ୨୮ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଏକ ଇଭେଣ୍ଟରେ ଜଷ୍ଟିସ ଅରୁଣ ମିଶ୍ର କହିଛନ୍ତି, ଶାହଙ୍କ ପାଇଁ ଜମ୍ମୁ-କଶ୍ମୀରରେ ନୂଆ ଯୁଗ ଆରମ୍ଭ ହୋଇଛି। ଏବେ ଜମ୍ମୁ-କଶ୍ମୀରରେ ଭାରତ ମାନବାଧିକାର ଉଲ୍ଲଂଘନ କରୁଥିବା ବିଦେଶୀ ଶକ୍ତିମାନେ ଅଭିଯୋଗ କରି ପାରୁ ନାହାନ୍ତି।

ଜମ୍ମୁ-କଶ୍ମୀରଠାରୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଛଡ଼ାଇ ନେବା ପାଇଁ ୩୭୦ ଧାରା ଉଚ୍ଛେଦ କରି ରାଜ୍ୟକୁ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳରେ ବିଭକ୍ତ କରି ଦେଇଥିଲେ କେନ୍ଦ୍ର ସରକାର। ଏହି ବଡ଼ ନିଷ୍ପତ୍ତି ପାଇଁ ଶାହଙ୍କୁ ଶ୍ରେୟ ଦେଇଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ଜଜ୍‌। ଏନ୍‌ଏଚ୍‌ଆର୍‌ସିର ମୁଖ୍ୟ ଭାବେ ଅରୁଣ ମିଶ୍ରଙ୍କୁ ଚଳିତ ବର୍ଷ ଜୁନରେ ନିଯୁକ୍ତ କରାଯାଇଥିଲା। ତାଙ୍କ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଥିଲେ ବିରୋଧୀ କଂଗ୍ରେସ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ବ୍ୟକ୍ତି ଗୋଟିଏ ପଦ ନିୟାନୁସାରେ ଏହି ପଦରୁ ଇସ୍ତଫା ଦେଲେ ଥରୁର

ନୂଆଦିଲ୍ଲୀ,୩।୧୦: କଂଗ୍ରେସ ଅଧ୍ୟକ୍ଷ ପଦର ପ୍ରାର୍ଥୀ ଶଶି ଥରୁର ଦଳ ସହ ଜଡିତ ଏକ ସଂଗଠନ ଅଲ୍‌ ଇଣ୍ଡିଆ ପ୍ରଫେସନାଲ କଂଗ୍ରେସର ମୁଖ୍ୟ ପଦରୁ ଇସ୍ତଫା...

କଂଗ୍ରେସର ପୁରୁଣା ପାଠର ଆଲୋଚନା, ରବିବାର ଓ୍ବାର୍କିଂ କମିଟି ବୈଠକ…

ନୂଆଦିଲ୍ଲୀ, ୧୨।୩ : ପାଞ୍ଚ ରାଜ୍ୟର ନିର୍ବାଚନ ଫଳାଫଳ ପରେ କଂଗ୍ରେସ ପକ୍ଷରୁ ପୁରୁଣା ପାଠର ଆଲୋଚନା ଆରମ୍ଭ ହୋଇଛି। ରବିବାର ଦଳର ଓ୍ବାର୍କିଂ କମିଟି...

ଅରୁଣାଚଳରେ ଜେଡିୟୁକୁ ଝଟ୍‌କା

ଇଟାନଗର, ୨୬।୧୨ : ଅରୁଣାଚଳପ୍ରଦେଶରେ ସଂଯୁକ୍ତ ଜନତା ଦଳ (ଜେଡିୟୁ)କୁ ଶକ୍ତ ଝଟ୍‌କା ଲାଗିଛି। ସେଠାର ୬ ଜଣ ଜେଡିୟୁ ବିଧାୟକ ଭାଜପାରେ ଯୋଗଦେଇଛନ୍ତି। ଏହା...

ଅବତରଣବେଳେ ବିଦ୍ୟୁତ୍‌ ଖୁଣ୍ଟ ସହ ଧକ୍କା ହେଲା ଏୟାର ଇଣ୍ଡିଆ ବିମାନ

ବିଜୟୱାଡା,୨୦।୨: ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡା ବିମାନ ବନ୍ଦରରେ ବିମାନ ଦୁର୍ଘଟଣା ହୋଇଛି। ୬୪ ଜଣ ଯାତ୍ରୀଙ୍କୁ ନେଇ ଏୟାର ଇଣ୍ଡିଆ ବିମାନ ବିଜୟୱାଡା ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ...

୭ବର୍ଷରେ ୭ଥର ଗର୍ଭବତୀ: ଲିଙ୍ଗ ପରୀକ୍ଷଣରେ କନ୍ୟା ଭ୍ରୂଣ ଯୋଗୁ ବାରମ୍ବାର କରୁଥିଲେ ଗର୍ଭପାତ, ଏଥର ମିଳିଲା ଆଶ୍ୱସ୍ତି

ହାଇଦ୍ରାବାଦ, ୧୬।୭: କେନ୍ଦ୍ର ସରକାରଙ୍କ ‘ବେଟି ବଚାଓ, ବେଟି ପଢ଼ାଓ’ ସ୍ଲୋଗାନ ଦେଶରେ ସେମିତି କିଛି ପ୍ରଭାବ ପକାଉଥିବା ପରିଲକ୍ଷିତ ହେଉ ନାହିଁ। ଏହାର ଏକ...

ଭାଜପା ସରକାର ଭାଙ୍ଗିଦେବ କୃଷକ ଆନ୍ଦୋଳନ : ଅଖିଳେଶ

ଲକ୍ଷ୍ନୌ,୨୯।୧୨: ଭାଜପା ସରକାର କୃଷକଙ୍କୁ ସର୍ବଦା ଅସମ୍ମାନିତ କରିଛି। ଦିଲ୍ଲୀ ସୀମାରେ ଚାଲିଥିବା କୃଷକ ଆନ୍ଦୋଳନ ହିଁ କେନ୍ଦ୍ରରୁ ଭାଜପା ସରକାର ଓପାଡ଼ି ଫୋପାଡିବ। ଚାଷୀ...

ରାଷ୍ଟ୍ରପତିଙ୍କ ଝିଅ ନାଁରେ ଜାଲ୍‌ ଟୁଇଟର ଆକାଉଣ୍ଟ ଖୋଲି ଇଞ୍ଜିନିୟର ଗିରଫ

ନୂଆଦିଲ୍ଲୀ,୨୬।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଝିଅ ଇତିଶ୍ରୀଙ୍କ ନାମରେ ଫେକ୍‌ ଟୁଇଟର ଆକାଉଣ୍ଟ ଖୋଲିଥିବା ଗ୍ରେଟର ନୋଏଡ଼ାର ଜଣେ ୪୨ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କୁ ଗୁରୁବାର...

କଂଗ୍ରେସର ନାଁ ବଦଳାଇବାକୁ କହିଲେ ଭାଜପା ନେତା

ନୂଆଦିଲ୍ଲୀ,୨୯।୬: କଂଗ୍ରେସରେ ଲାଗି ରହିଥିବା ଇସ୍ତଫାକୁ ଦେଖି ଭାଜପା ନେତା କୈଳାଶ ବିଜୟଭର୍ଗିୟ ପରିହାସ କରିବା ଭଳି ଏକ ଟିପ୍ପଣୀ ଦେଇଛନ୍ତି। ଟୁଇଟ୍‌ କରି ବିଜୟଭର୍ଗିୟ...

Advertisement
Archives

Model This Week