ଦଶପଲ୍ଲାରେ ଏମ୍‌ଆର୍‌ଏଫ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

ଭୁବନେଶ୍ୱର,୧୯।୩ (ଅଭୟ ଦାଶ): ଦେଶର ପ୍ରମୁଖ ବହୁରାଷ୍ଟ୍ରୀୟ ଟାୟାର ଉତ୍ପାଦକ କମ୍ପାନୀ ଏମ୍‌ଆର୍‌ଏଫ୍‌ ଲିମିଟେଡର ଏକ୍ସକ୍ଲୁସିଭ ଆଉଟଲେଟ ‘ଆଶୁତୋଷ ଟାୟାର୍ସ’ ସୋମବାର ନୟାଗଡ଼ର ଦଶପଲ୍ଲାସ୍ଥିତ ହରିଡାବାରିଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏମ୍‌ଆର୍‌ଏଫ୍‌ ଲିମିଟେଡ ଓଡ଼ିଶା (ଭୁବନେଶ୍ୱର) ୟୁନିଟର ଜିଲା ପ୍ରବନ୍ଧକ (ଡିଏମ୍‌) ଲଳିତ କେ. ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆଶୁତୋଷ ଟାୟାର୍ସର ସ୍ବତ୍ୱାଧିକାରୀ ଶିବ କୁମାର ମିଶ୍ର, ପ୍ରଭାତ ମିଶ୍ର ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ୧୩୫୦ ବର୍ଗଫୁଟ ପରିବ୍ୟାପ୍ତ ସ୍ଥାନରେ ଗଢି ଉଠିଥିବା ଏହି ନୂତନ ଶୋ’ରୁମରେ କମ୍ପାନୀର ସବୁ ବର୍ଗର ଟାୟାର ଓ ଟାୟାର ସମ୍ପର୍କିତ ସାମଗ୍ରୀ ଉପଲବ୍ଧ। ଏ ସମ୍ପର୍କରେ ଆଶୁତୋଷ ଟାୟାର୍ସର ସ୍ବତ୍ୱାଧିକାରୀ ଶିବ କୁମାର ମିଶ୍ର କହିଥିଲେ, ଆମେ ଗ୍ରାହକଙ୍କୁ ଗୁଣାତ୍ମକ ଉତ୍ପାଦ ଯୋଗାଇବା ସହିତ ବିକ୍ରି ପରବର୍ତ୍ତୀ ସେବା ଓ ସୁବିଧା ଯୋଗାଇବା ସହ ଗ୍ରାହକକେନ୍ଦ୍ରିକ ସେବା ଯୋଗାଇ ଦେବାକୁ ପ୍ରତିଶ୍ରୁତିବଦ୍ଧ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri