Posted inଖେଳ

ଆଇପିଏଲ୍‌ ଇତିହାସରେ ଦ୍ୱିତୀୟ ଥର ଘଟିଲା ଏମିତି

ଦୁବାଇ,୫।୧୦: ସିଏସ୍‌କେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋମବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ ଖେଳିଥିଲେ ୧୮ ରନ୍‌ର ପାଳି। ତାହା ପୁଣି ୨୭ ବଲରେ। ତାଙ୍କର ଏହି ଇନିଂସରେ ଗୋଟିଏ ହେଲେ ଚୌକା କିମ୍ବା ଛକା ନ ଥିଲା। ତେବେ ଆଇପିଏଲ ଇତିହାସରେ ଦ୍ୱିତୀୟ ଥର ପାଇଁ ଏଭଳି ଘଟିଛି। ଧୋନୀ ଦ୍ୱିତୀୟ ଥର ପାଇଁ ୨୫ରୁ ଊର୍ଦ୍ଧ୍ୱ ବଲ ଖେଳିବା ପରେ ମଧ୍ୟ କୌଣସି ଛକା କିମ୍ବା ଚୌକା ମାରିବାରେ ବିଫଳ ହୋଇଛନ୍ତି।

ଏଥି ପୂର୍ବରୁ ୨୦୦୯ରେ ଜୋହାନ୍ସବର୍ଗଠାରେ ଖେଳାଯାଇଥିବା ଆରସିବି ବିପକ୍ଷ ମ୍ୟାଚ୍‌ରେ ସିଏସ୍‌କେ ଅଧିନାୟକ ୩୦ ବଲର ସମ୍ମୁଖୀନ ହୋଇ ବିନା କୌଣସି ଚୌକା କିମ୍ବା ଛକାରେ ୨୮ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ମୁଁ ଭାବୁଛି ପାକିସ୍ତାନ ଜିତିବ’

ନୂଆଦିଲ୍ଲୀ,୧୨।୧୧: ଆଇସିସି ଟି-୨୦ ବିଶ୍ୱକପ୍‌ ଫାଇନାଲରେ ମୁହାଁମୁହିଁ ହେବେ ପାକିସ୍ତାନ-ଇଂଲଣ୍ଡ। ଏହି ମୁକାବିଲାରେ ବାବର ଆଜମ ନେତୃତ୍ୱାଧୀନ ପାକିସ୍ତାନ ଟିମ୍‌କୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛନ୍ତି...

ରାଜସ୍ଥାନ ରୟାଲ୍ସ କ୍ୟାମ୍ପ ଛାଡ଼ିଲେ ଆଣ୍ଡ୍ର୍ୟୁ ଟାଇ

ମୁମ୍ବାଇ, ୨୬ା୪ (ପି.ଟି.)-ଅଷ୍ଟ୍ରେଲିଆ ପେସ୍‌ ବୋଲର ଆଣ୍ଡ୍ର୍ୟୁ ଟାଇ ଚତୁର୍ଥ ବିଦେଶୀ ଖେଳାଳି ହିସାବରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ଓହରିଯାଇଛନ୍ତି। ବ୍ୟକ୍ତିଗତ କାରଣରୁ ନିଜ...

ଇତିହାସ ରଚିଲେ ଏହି କ୍ରିକେଟର

ଢାକା,୧୦।୮: ଅଷ୍ଟ୍ରେଲିଆ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପଞ୍ଚମ ଟି-୧୦ ମ୍ୟାଚ୍‌ରେ ବାଂଲାଦେଶ ଅଷ୍ଟ୍ରେଲିଆକୁ ୬୦ ରନରେ ପରାସ୍ତ କରିଛି। ଏହା ସହ ଦଳ ୫...

ବିଶ୍ୱ ରେକର୍ଡ ହାସଲ କଲେ ଅଶ୍ୱିନ-ଆୟର ଯୋଡି

ଢାକା,୨୫।୧୨: ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆ ବାଂଲାଦେଶକୁ ୨-୦ରେ ପରାସ୍ତ କରିଛି। ଭାରତ ପାଇଁ ଏହି ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ଏବଂ...

ଧୋନୀଙ୍କୁ ପଛରେ ପକାଇ ରେକର୍ଡ କଲେ ପନ୍ତ

ବ୍ରିସ୍‌ବେନ୍‌, ୧୯।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଭାରତ ଐତିହାସିକ ବିଜୟ ହାସଲ କରିଛି। ତେବେ ରିଷଭ ଭାରତର...

ପ୍ରଥମେ ବୋଲିଂ କରିବ ଭାରତ

ଅକ୍‌ଲାଣ୍ଡ,୨୪।୧- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପୂରା ମ୍ୟାଚ୍‌ରେ ପିଚ୍‌ ବ୍ୟାଟିଂ ଉପଯୋଗୀ...

ସ୍ମରଣୀୟ ସିରିଜ

ଟି୨୦ ଫର୍ମାଟ୍‌ରେ ପ୍ରଥମ ଦଳ ଭାବେ ଭାରତ ୫-୦ରେ ସିରିଜ୍‌ କ୍ଲିନ୍‌ ସୁଇପ୍‌ କରି ରେକର୍ଡ କରିଛି। ନ୍ୟୁଜିଲାଣ୍ଡକୁ ହରାଇ ଟିମ୍‌ ଇଣ୍ଡିଆ ର଼୍ୟାଙ୍କିଙ୍ଗ୍‌ରେ ଗୋଟିଏ...

୧୩୪ରେ ରୋକିଦେଲା ପାକିସ୍ତାନ

ଶାରଜା,୨୬।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନ ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ପ୍ରଭାବୀ ପ୍ରଦର୍ଶନ କରିଛି। ଦ୍ୱିତୀୟ ମ୍ୟାଚ୍‌ରେ ପ୍ରତିପକ୍ଷ ନ୍ୟୁଜିଲାଣ୍ଡକୁ ମାତ୍ର ୧୩୪/୮ରେ ରୋକି ଦେଇଛି...

Advertisement
Archives

Model This Week