Posted inଖେଳ

ବାଡିରେ ଏହି ସବୁ ପରିବା ଚାଷ କରିଛନ୍ତି ଧୋନୀ

ଭାରତୀୟ କ୍ରିକେଟ ଦଳକୁ ଦୁଇଥର ବିଶ୍ୱ ଚାମ୍ପିଅନ କରିଥିବା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟ ଛାଡି ଚାଷ କରୁଛନ୍ତି। କ୍ରିକେଟ ପଡ଼ିଆରେ ଚୌକା ଓ ଛକା ମାରିଥିବା ଧୋନୀ ଆଜିକାଲି ନିଜ ଫାର୍ମରେ ଟମାଟୋ, କୋବି, ଅମୃତଭଣ୍ଡା, ତରଭୁଜ, ଗୁଆ, ଆମ୍ବ ଏବଂ ଧାନ ଚାଷ କରିଛନ୍ତି। ୪୩ ଏକର ଜମିରେ ଜୈବିକ କୃଷି ପଦ୍ଧତି ଆପଣାଇ ଚାଷ ଆରମ୍ଭ କରିଛନ୍ତି। ଏହାଛଡା ୭୦ଟି ଗାଈ ମଧ୍ୟ ରଖିଛନ୍ତି। ଖୁବ୍‌ଶୀଘ୍ର ଏହି ସଂଖ୍ୟା ୧୫୦ କରିବାର ଯୋଜନା ରଖିଛନ୍ତି ଧୋନୀ। ମାଛ ଚାଷ କରିବା ସହ କୁକୁଡା ଫାର୍ମ ଏବଂ ବତକ ମଧ୍ୟ ଫାର୍ମରେ ରଖାଯିବ।
ଧୋନୀ ଫାର୍ମରେ ଏହିସବୁ ଗଛ ଲଗାଇଛନ୍ତି
ଅମୃତଭଣ୍ଡା-୪ ଏକର

ଫୁଲକୋବି ଏବଂ ବନ୍ଧାକୋବି: ୧୦ ଏକର

କାକୁଡି: ୨ ଏକର

ମିଠା ମକା: ୧ ଏକର

ତରଭୁଜ: ୧୪ ଏକର

ଧାନ: ୬ ଏକର

ଆମ୍ବ ଏବଂ ପିଜୁଳି: ୨ ହଜାର ଗଛ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କଲେ

ବୁଦାପେଷ୍ଟ,୨୧।୬: ୟୁରୋକପ୍‌ରେ ଶନିବାର ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଆଣ୍ଟୋନିଓ ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କରିଛନ୍ତି। ଏହି ମୁକାବିଲାରେ ଫ୍ରାନ୍ସ ଓ ହଙ୍ଗେରୀ ପରସ୍ପରକୁ...

କୃନାଲ, ହାର୍ଦ୍ଦିକଙ୍କ ପ୍ରତିଭାକୁ ଚିହ୍ନିଥିଲେ ରାଇଟ୍‌

ନୂଆଦିଲ୍ଲୀ, ୧୨।୪-ପାଣ୍ଡ୍ୟା ବ୍ରଦର୍ସଭାବେ ପରିଚିତ କୃନାଲ ଏବଂ ହାର୍ଦ୍ଦିକ ଭାରତୀୟ କ୍ରିକେଟରେ ଦୁଇ ପରଚିତ ନାମ। ଦୁହେଁ ଅଲରାଉଣ୍ଡର। କୃନାଲ ସ୍ପିନର ହୋଇଥିବାବେଳେ ହାର୍ଦ୍ଦିକ ମିଡିୟମ...

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ପ୍ରତିଭା ଚିହ୍ନଟରେ ସହାୟ ହେବ: ଦୂତୀ

ନୂଆଦିଲ୍ଲୀ, ୩୦।୧(ପି.ଟି.)- ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଦେଶରେ ପ୍ରତିଭା ଚିହ୍ନଟରେ ବିଶେଷ ଭାବେ ସହାୟ ହେବ ଓ ଭବିଷ୍ୟତରେ ଉପାଦେୟତା ଦେଖିବାକୁ ମିଳିବ ବୋଲି...

ୟୁଏସ୍‌ ଓପନ୍‌: କ୍ୱାର୍ଟରରେ ବୋପାନ୍ନା-ଶାପୋଭାଲୋଭ

ନ୍ୟୁୟର୍କ, ୭।୯(ପି.ଟି.): ୟୁଏସ୍‌ ଓପନ୍‌ ଟେନିସ ଟୁର୍ନାମେଣ୍ଟରେ ଅଭିଜ୍ଞ ଭାରତୀୟ ଖେଳାଳି ରୋହନ ବୋପାନ୍ନା ଓ ତାଙ୍କ କାନାଡ଼ା ପାର୍ଟନର ଡେନିସ ଶାପୋଭାଲୋଭ ପୁରୁଷ ଡବଲ୍ସ...

ଅଷ୍ଟ୍ରେଲିଆରେ ଇତିହାସ ରଚିଲେ ମନ୍ଧାନା

କୁଇନ୍ସଲାଣ୍ଡ,୧୭।୧୧: ମହିଳା ବିଗ୍‌ ବାଶ ଲିଗ୍‌ (ଡବ୍ଲ୍ୟୁବିବିଏଲ୍‌)ରେ ପ୍ରଥମ ଭାରତୀୟ ଖେଳାଳି ଭାବେ ଶତକ ହାସଲ କରିଛନ୍ତି ସ୍ମ୍ରିତି ମନ୍ଧାନା। କୁଇନ୍ସଲାଣ୍ଡର ହାରପ ପାର୍କଠାରେ ବୁଧବାର...

ମୁମ୍ବାଇ ସିଟି ଏଫସିର ୬୫ ପ୍ରତିଶତ ଅଂଶ କିଣିଲା ସିଟି ଫୁଟବଲ ଗୃପ

ମୁମ୍ବାଇ, ୨୯।୧୧- କ୍ରୀଡା କ୍ଷେତ୍ରରେ ଏକ ଐତିହାସିକ ଘଟଣାକ୍ରମରେ ଇଂଲିଶ ପ୍ରିମିୟର ଲିଗ ଚାମ୍ପିୟନ ମାଞ୍ଚେଷ୍ଟର ସିଟି ଦଳର ମୂଳ କମ୍ପାନୀ ସିଟି ଫୁଟବଲ ଗୃପ...

ଝିଅର ଅନ୍ତିମ ସଂସ୍କାର ସାରି ଆସିଥିଲେ, ମଇଦାନରେ ଶତକ ମାରି ହୃଦୟ ଜିତିଲେ କ୍ରିକେଟର

ନୂଆଦିଲ୍ଲୀ,୨୬।୨: କ୍ରିକେଟ ଏପରି ଏକ ଖେଳ ଯେଉଁଠାରେ କେହି ଭଲ ପ୍ରଦର୍ଶନ କଲେ ହିରୋ ହୁଅନ୍ତି। ଏଥର ରଣଜୀ ଟ୍ରଫିରେ ଏଭଳି ଏକ ଘଟଣା ଦେଖିବାକୁ...

ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟାନ୍‌ ହେଲେ କେନ୍‌ ଓ୍ବିଲିୟମସନ, କୋହଲି ଏହି ସ୍ଥାନରେ

ଦୁବାଇ,୩୧।୧୨: ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ତାଲିକା ପ୍ରକାଶ ପାଇଛି। ଏହି ତାଲିକାର ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ୍‌। ସେ ଭାରତୀୟ...

Advertisement
Archives

Model This Week