Posted inଖେଳ

ଧୋନୀଙ୍କୁ ‘କିଙ୍ଗ୍‌ କଙ୍ଗ୍‌’ ଆଖ୍ୟା ଦେଲେ ରବି ଶାସ୍ତ୍ରୀ: ଜାଣନ୍ତୁ କାହିଁକି

ଆବୁଧାବି,୩।୧୦: ଯଦି ଅଧିନାୟକତ୍ୱ ଏକ କଳା, ତେବେ ଏମଏସ ଧୋନୀ ହେଉଛନ୍ତି ବରିଷ୍ଠ କଳାକାର। ଧଳା-ବଲ ଫର୍ମାଟରେ ପ୍ରକୃତରେ ସେ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଯେଉଁମାନେ ତାଙ୍କୁ ଅତି ନିକଟରୁ ଦେଖିଛନ୍ତି, ସେମାନେ ଜାଣିଛନ୍ତି ନେତୃତ୍ୱ ଦୃଷ୍ଟିରୁ ଧୋନୀଙ୍କଠାରୁ ଭଲ ବ୍ୟକ୍ତି କେହି ନାହାଁନ୍ତି ବୋଲି ଭାରତର ମୁଖ୍ୟ କୋଚ ରବି ଶାସ୍ତ୍ରୀ କହିଛନ୍ତି।
ରବି ଶାସ୍ତ୍ରୀ ଫ୍ୟାନ କୋଡ ସହିତ ଏକ ବାର୍ତ୍ତାଳାପରେ କହିଛନ୍ତି ଯେ, ସୀମିତ ଓଭର ଫର୍ମାଟରେ ଧୋନୀ ସର୍ବଶ୍ରେଷ୍ଠ। ଏହା ତାଙ୍କ ରେକର୍ଡ କହୁଛି। ଆଇସିସି ଟୁର୍ନାମେଣ୍ଟରେ ତାଙ୍କର ରେକର୍ଡ ଦେଖନ୍ତୁ। ସେ କ’ଣ ଜିତି ନ ଥିଲେ? ଆଇପିଏଲ, ଚାମ୍ପିଅନ୍ସ ଲିଗ, ସମସ୍ତ ଆଇସିସି ଟୁର୍ନାମେଣ୍ଟ, ଦୁଇଟି ବିଶ୍ୱକପ । ଯେତେବେଳେ ଧଳା ବଲ କ୍ରିକେଟ କଥା ଆସେ, ଏଠାରେ କେହି ତାଙ୍କ ନିକଟତର ନୁହଁନ୍ତି । ସେ ସର୍ବଶ୍ରେଷ୍ଠ। କିଙ୍ଗ କଙ୍ଗ, ଆପଣ ତାଙ୍କୁ ଏହିପରି ଡାକପାରନ୍ତି ବୋଲି ସେ କହିଛନ୍ତି।
କୋଚ ରବି ଶାସ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଧୋନୀଙ୍କ ଶାନ୍ତ ବ୍ୟବହାର ଏବଂ ପରିସ୍ଥିତି ନିୟନ୍ତ୍ରଣ ତାଙ୍କୁ ଅନ୍ୟମାନଙ୍କଠାରୁ ଭିନ୍ନ କରିଥାଏ। ସିଏସ୍‌କେକୁ ଦେଖି ସମସ୍ତେ ଅନୁମାନ କରିପାରିବେ। ଦଳରେ କେତେ ଶାନ୍ତି ଅଛି ଯେ ଜିନିଷଗୁଡିକ ନିୟନ୍ତ୍ରଣରେ ଅଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ମହେନ୍ଦ୍ର ସିଂ ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକତ୍ୱ ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri