Posted inଖେଳ

ଧୋନୀଙ୍କ ପଣ୍ଡିତ ଅବତାର

ନୂଆଦିଲ୍ଲୀ,୧୧।୮:ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆରେ ନିଜକୁ ସକ୍ରିୟ ରଖନ୍ତି ନାହିଁ। କିନ୍ତୁ ପ୍ରତିଦିନ ସୋସିଆଲ ମିଡିଆରେ ତାଙ୍କର ଫଟୋ ଏବଂ ଭିଡିଓ ଭାଇରାଲ ହୁଏ। ଆଜିକାଲି ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ତାଙ୍କୁ ପଣ୍ଡିତ ଅବତାରରେ ଦେଖିବାକୁ ମିଳିଛି।
ଭାରତୀୟ ଦଳର ସର୍ବଶ୍ରେଷ୍ଠ ଅଧିନାୟକ ତଥା ବର୍ତ୍ତମାନ ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ ନେଉଥିବା ପଣ୍ଡିତଙ୍କ ପୋଷାକରେ ଧୋନୀ ହଳଦିଆ ରଙ୍ଗର କୁର୍ତ୍ତା ପିନ୍ଧିଥିବାର ନଜର ଆସିଛନ୍ତି। ଏହି ଭାଇରାଲ ଫଟୋରେ ଧୋନୀଙ୍କ ହାତରେ ଏକ ଫୁଲମାଳ ମଧ୍ୟ ଦେଖିବାକୁ ମିଳୁଛି। ଏହି ଫଟୋ ଧୋନୀଙ୍କର ଏକ ନୂଆ ବିଜ୍ଞାପନ ବୋଲି କୁହାଯାଉଛି।
ଧୋନୀ ଯଦିଓ ଅନ୍ତର୍ଜାତୀୟ କ୍ରିକେଟରୁ ବିଦାୟ ନେଇଛନ୍ତି କିନ୍ତୁ ସେ ଆଇପିଏଲରେ ଏବେ ବି ଖେଳୁଛନ୍ତି। ସେ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri