Odisha Elections 2024

ଧୋନିଙ୍କ ମାନହାନି ମାମଲାରେ ଜେଲ ଗଲେ ଆଇଏସ ଅଧିକାରୀ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅବମାନନା ଯାଚିକା ଉପରେ ମାଡ୍ରାସ ହାଇକୋର୍ଟ ଶୁଣାଣି କରିଛନ୍ତି। ମାମଲାର ଶୁଣାଣିବେଳେ କୋର୍ଟ ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ସମ୍ପତ କୁମାରଙ୍କୁ ୧୫ ଦିନ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଧୋନୀ ଅଧିକାରୀଙ୍କ ବିରୋଧରେ କୋର୍ଟରେ ଅବମାନନା ପିଟିସନ ଦାଖଲ କରିଥିଲେ। ଯାହାକୁ ନେଇ ରାୟ ପ୍ରଦାନ କରିଛନ୍ତି କୋର୍ଟ। ତେବେ ଏହି ଦଣ୍ଡକୁ ୩୦ ଦିନ ପାଇଁ ସ୍ଥଗିତ ରଖାଯାଇଛି। ଯାହାଫଳରେ ସେ ଏହି ନିଷ୍ପତ୍ତି ବିରୋଧରେ ଆବେଦନ କରିପାରିବେ।

ସୂଚନାଯୋଗ୍ୟ,୨୦୧୩ରେ ସମ୍ପତ କୁମାର ତାମିଲନାଡୁ ପୋଲିସର ଜଣେ ସିଆଇଡି ଅଧିକାରୀ ଥିଲେ। ୨୦୧୩ରେ ବେଟିଂ ମାମଲା ଉଠାଇବା ପାଇଁ ଲାଞ୍ଚ ନେଇଥିବା ଅଭିଯୋଗ ହୋଇଥିଲା । ସମ୍ପତ ତାଙ୍କ ତଦନ୍ତ ସମୟରେ ଏହି ମାମଲାରେ ଧୋନୀଙ୍କ ନାମ ଅନ୍ତର୍ଭୁକ୍ତ କରିଥିଲେ । ଏନେଇ ଧୋନୀ ସମ୍ପତ କୁମାର ଓ ଏକ ଟେଲିଭିଜନ ଚ୍ୟାନେଲ ବିରୋଧରେ ୧୦୦ କୋଟି ଟଙ୍କାର ମାନହାନି ମକଦ୍ଦମା ଦାୟର କରିଥିଲେ । ଏଥିସହ ସମ୍ପତଙ୍କ ବିରୋଧରେ କୋର୍ଟରେ ଅବମାନନା ପିଟିସନ ଦାଖଲ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଲିଗାଲ ନୋଟିସ୍‌

କୋଲକାତା,୨୧ା୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍‌ଏସ୍‌)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍‌ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ...

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ...

୧୫ତମ ଷ୍ଟେଜ୍‌ରେ ପୋଗାକାର ବିଜୟୀ

ରୋମ୍‌, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍‌ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି। ସେ ୬ ଘଣ୍ଟା...

ଟିକେଟ୍‌ ବିକ୍ରି ବୃଦ୍ଧି ପାଇଁ କ୍ୟାମ୍ପେନ୍‌

ପ୍ୟାରିସ୍‌,୨୧ା୫(ପି.ଟି): ପ୍ୟାରିସ୍‌ ପାରାଲିମ୍ପିକ୍ସକୁ ଆଉ ୧୦୦ ଦିନ ବାକି ରହିଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ତାରିଖ ଯାଏ ଏହି ମେଗା ଇଭେଣ୍ଟ ଅନୁଷ୍ଠିତ ହେବ।...

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା...

ପାରାମାଉଣ୍ଟ ‘ଏ’ ଫାଇନାଲରେ

ଭୁବନେଶ୍ୱର, ୨୧ା୫ (ବିଜୟ ରଣା): ସ୍ଥାନୀୟ ପାରାମାଉଣ୍ଟ ସ୍ପୋର୍ଟିଙ୍ଗ୍ସ ଆନୁକୂଲ୍ୟରେ ଅରବିନ୍ଦମେମୋରିଆଲ ପାରାମାଉଣ୍ଟ କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି...

ନର୍ଥଇଷ୍ଟରେ ୬ ଇନ୍‌ଡୋର କ୍ରିକେଟ ଏକାଡେମୀ

ନୂଆଦିଲ୍ଳୀ,୨୧ା୫(ପି.ଟି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ନର୍ଥ ଇଷ୍ଟ ରାଜ୍ୟଗୁଡିକରେ ୬ଟି ଇନ୍‌ଡୋର କ୍ରିକେଟ ଏକାଡେମୀ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri