ଏହି ଫିଲ୍ମରେ ଅଭିନୟ କରିଥିଲେ ମହେନ୍ଦ୍ର ସିଂ ଧୋନୀ

ଅନେକ ଲୋକଙ୍କ ପାଇଁ ପ୍ରେରଣାର ସ୍ରୋତ ସାଜିଥିବା ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶେଷରେ କ୍ରିକେଟରୁ ଅବସର ନେଇଛନ୍ତି। ତାଙ୍କ ଉପରେ ଏମ୍‌ଏସ୍‌ ଧୋନୀ ଦ ଅନଟୋଲ୍ଡ ଷ୍ଟୋରୀ ମଧ୍ୟ ନିର୍ମାଣ କରାଯାଇଛି। କିନ୍ତୁ ସେ ଏକ ଫିଲ୍ମରେ ଅଭିନୟ ମଧ୍ୟ କରିଥିଲେ। ଏକଥା ଖୁବ୍‌ କମ୍‌ ଲୋକ ଜାଣିଥିବେ। ୨୦୧୦ରେ ନିର୍ଦ୍ଦେଶକ ଡେଭିଡ ଧାଓ୍ବନଙ୍କ ଫିଲ୍ମ ହୁକ୍‌ ୟା କ୍ରୁକରେ କାମ କରିଥିଲେ। ଏହି ଫିଲ୍ମ ତାଙ୍କ ଅଭିନୟ କରିଥିଲେ ଜନ ଆବ୍ରାହମ। ଫିଲ୍ମଟି କ୍ରିକେଟରଙ୍କ ଜୀବନୀ ଉପରେ ଆଧାରିତ ଥିଲା। କିନ୍ତୁ ଏହି ଫିଲ୍ବମଟି ରିଲିଜ୍‌ ହୋଇପାରି ନ ଥିଲା। ଧୋନୀ, ଜନ୍‌ଙ୍କ ବ୍ୟତୀତ ଫିଲ୍ମରେ କେକେ ମେନନ ଏବଂ ଜେନେଲିଆ ଡି ସୁଜା ମଧ୍ୟ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ଜିଆରେ ‘କାର୍‌ଗିଲ ଗର୍ଲ’ ଶୁଟିଂ

ମୁମ୍ବାଇ: ଜର୍ଜିଆରେ ‘କାର୍‌ଗିଲ ଗର୍ଲ’ର ଶୁଟିଂ ହେବ। ଏଥିପାଇଁ ବଲିଉଡ ଅଭିନେତ୍ରୀ ଜାହ୍ନବୀ କପୁର ଏବଂ ଅଭିନେତା ଅଙ୍ଗଦ ବେଦୀ ପୂରା ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି।...

ବିକିନି ପାଇଁ ଫିଲ୍ମକୁ ମନା କରିଥିଲେ ଏହି ଅଭିନେତ୍ରୀ

୯୦ ଦଶକର ହିଟ୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ବଲିଉଡ ଅଭିନେତ୍ରୀ ଆୟେଶା ଜୁଲ୍କା ଅନ୍ୟତମ। ଆୟେଶା ଅକ୍ଷୟ କୁମାର-ଅମିର ଖାନଙ୍କ ପରି ବଡ ସୁପରଷ୍ଟାରଙ୍କ ସହ କାମ...

ଧର୍ମେନ୍ଦ୍ର ଅସୁସ୍ଥ

ମୁମ୍ବାଇ: ବଲିଉଡ୍‌ର ବିଗତ ଦିନର ନାୟକ ଧର୍ମେନ୍ଦ୍ର ଏବେ ଅସୁସ୍ଥ ହୋଇ ପଡିଛନ୍ତି। ନିକଟରେ ସେ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ଡେଙ୍ଗୁରେ...

ଗୋଟିଏ ହାତରେ ଏଭଳି ଛକା ମାରିଲେ ଏହି କ୍ରିକେଟର, ଚକିତ ହେଲେ…

ପୁଣେ, ୨୭।୩: ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ହାଇସ୍କୋରିଂ ଦ୍ୱିତୀୟ ଦିନିକିଆରେ ଇଂଲଣ୍ଡ ୬ ଉଇକେଟରେ ଭାରତକୁ ପରାସ୍ତ କରିଛି। ଟସ୍‌ ହାରି...

୨୦୧୧ ବିଶ୍ୱକପ୍‌ରୁ ବିଦାୟ ପରେ କ୍ରିକେଟରଙ୍କୁ ମିଳିଥିଲା ହତ୍ୟା ଧମକ

ନୂଆଦିଲ୍ଲୀ, ୧୮।୫ : ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ଅଧିନାୟକ ଫାଫ ଡୁପ୍ଲେସି ମଙ୍ଗଳବାର ଏକ ବଡ଼ ଖୋଲାସା କରିଛନ୍ତି। କ୍ୱାର୍ଟର ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ପରେ...

ଜେମିସନଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ

ଖ୍ରୀଷ୍ଟଚର୍ଚ୍ଚ, ୧୬ା୫ (ପି.ଟି.)-ପେସ୍‌ ବୋଲର କାଇଲ ଜେମିସନ ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି) ୨୦୨୦-୨୧ ସିଜନ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ତାଲିକାଭୁକ୍ତ ହୋଇଛନ୍ତି। ଚଳିତବର୍ଷ ପ୍ରାରମ୍ଭରେ ଭାରତ...

ମୋର ବିବାହ ବୟସ ହୋଇସାରିଛି କହି ଏହି ଅଭିନେତ୍ରୀଙ୍କୁ ପ୍ରପୋଜ୍‌ କରିଥିଲେ ସଲ୍‌ମାନ

ବଲିଉଡ୍‌ର ଜଣାଶୁଣା ଅଭିନେତା ସଲ୍‌ମାନ ଖାନ୍‌ ଏବଂ କାଟ୍ରିନା କୈଫଙ୍କ ସମ୍ପର୍କ ପାୟ ସବୁ ସମୟରେ ଚର୍ଚ୍ଚାରେ ରହିଆସିଛି। ଉଭୟ ଏକାଠି ଅନେକ ଫିଲ୍ମ ମଧ୍ୟ...

ସଚିନଙ୍କ ପ୍ରଥମ ପ୍ରେମ ନୁହନ୍ତି ଅଞ୍ଜଳୀ

ମୁମ୍ବାଇ,୧୪।୨- ଶୁକ୍ରବାର ଭାଲେନଟାଇନ୍ସ ଦିବସ ଅବସରରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଟୁଇଟରରେ ଏକ ଭିଡିଓ ଶେୟାର କରି ପତ୍ନୀ ଅଞ୍ଜଳୀ ତେନ୍ଦୁଲକର ତାଙ୍କ...

Advertisement


Archives

Model This Week