ନୂଆ ଇନିଂସ ଆରମ୍ଭ କରିବେ ଧୋନୀ

ଚେନ୍ନାଇ,୧୨।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ୍‌ ପରେ ଏବେ ଫିଲ୍ମ ଜଗତକୁ ପ୍ରବେଶ କରିବାକୁ ଯାଉଛନ୍ତି। ଧୋନୀ ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିରେ ନିର୍ମାତା ଭାବରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏଥିପାଇଁ ଧୋନୀ ଅଭିନେତା ରଜନୀକାନ୍ତଙ୍କ ଘନିଷ୍ଠ ସହଯୋଗୀ ସଞ୍ଜୟଙ୍କ ସହ ସମ୍ପର୍କରେ ଅଛନ୍ତି। ଧୋନୀଙ୍କ ପ୍ରଯୋଜନାରେ ପ୍ରଥମ ଫିଲ୍ମର ନାୟିକା ଭାବେ ଦକ୍ଷିଣ ଅଭିନେତ୍ରୀ ନୟନତାରା ନଜର ଆସିବେ।
ଧୋନୀ ଏବେ ଆଇପିଏଲରେ ବ୍ୟସ୍ତ ଅଛନ୍ତି। ଏହି ସିଜିନ୍‌ ପରେ ସେ ଏନେଇ ଆନୁଷ୍ଠାନିକ ଅଫିସିଆଲ ଘୋଷଣା କରିବେ। ଚଳିତ ମାସରୁ ଫିଲ୍ମର ଶୁଟିଂ ମଧ୍ୟ ଆରମ୍ଭ ହେବ। ଧୋନୀ ଆଇପିଏଲ୍‌ ଆରମ୍ଭରୁ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳୁଛନ୍ତି। ଚେନ୍ନାଇରେ ତାଙ୍କ ପ୍ରଶଂସକଙ୍କ ସଂଖ୍ୟ ମଧ୍ୟ ଅଧିକ। ଧୋନୀଙ୍କ ବାୟୋପିକ ‘ଏମଏସ ଧୋନୀ: ଦ ଅନଟୋଲ୍ଡ ଷ୍ଟୋରୀ’ ଦକ୍ଷିଣ ରାଜ୍ୟରେ ମଧ୍ୟ ଭଲ ପ୍ରଦର୍ଶନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ…

‘ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ, ୧୮।୬(ପି.ଟି.): ପ୍ରତିରକ୍ଷା ଓ ସାମରିକ ରଣନୀତି କ୍ଷେତ୍ରରେ ଆମେରିକା ବଡ଼ ପଦକ୍ଷେପ ଗ୍ରହଣ କରିଛି। ୮ ବର୍ଷ ତଳର ଏକ ନିଷ୍ପତ୍ତିକୁ ବଦଳାଇ ଆମେରିକା ସରକାର…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି…

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri