Posted inଖେଳ

ପୁଣି ପଡିଆକୁ ଓହ୍ଲାଇବେ ଧୋନୀ, ଏହି ତାରିଖରେ ଖେଳିବେ ପ୍ରଥମ ମ୍ୟାଚ୍‌

ଭାରତକୁ ଦୁଇଥର ବିଶ୍ୱ ବିଜେତା କରିଥିବା ଏମଏସ ଧୋନୀ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ନେଇଛନ୍ତି। ଆଇପିଏଲ ପାଇଁ ପ୍ରସ୍ତୁତି ପାଇଁ ଚେନ୍ନାଇରେ ପହଞ୍ଚିବାର ପରଦିନ ଶନିବାର ସାରେ ଏକ ସୁନ୍ଦର ଭିଡିଓ ଶେୟାର କରି ସେ ଅବସର ଘୋଷଣା କରିଥିଲେ। ତେବେ ଧୋନୀ ଆଇପିଏଲ ଖେଳିବା ଜାରି ରଖିବେ ଏବଂ ସେ ଏଥିପାଇଁ ମଧ୍ୟ ପ୍ରସ୍ତୁତ ହେଉଛନ୍ତି। ଧୋନୀ ତାଙ୍କର ଚମତ୍କାର କ୍ୟାରିୟର ପାଇଁ ସାରା ବିଶ୍ୱରୁ ଅଭିନନ୍ଦନ ଗ୍ରହଣ କରୁଛନ୍ତି। ପ୍ରଶଂସକମାନେ ଆଉ ନୀଳ ଜର୍ସିରେ ମାହିଙ୍କୁ ଦେଖି ପାରିବେ ନାହିଁ। କିନ୍ତୁ ପ୍ରଶଂସକଙ୍କ ପାଇଁ ଖୁସି ଖବର ହେଉଛି ଖୁବଶୀଘ୍ର ଧୋନୀ ପଡ଼ିଆରେ ଚାରି ଓ ଛକା ମାରିଥିବାର ନଜର ଆସିବେ। ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି, କିନ୍ତୁ ସେ ଆଇପିଏଲ ଖେଳିବେ। ତାଙ୍କୁ ସେପ୍ଟେମ୍ବର ୧୯ରେ ପଡ଼ିଆରେ ଖେଳୁଥିବା ଦେଖିବାକୁ ମିଳିବ। ଆଇପିଏଲର ୧୩ ତମ ସିଜନ ୟୁଏଇରେ୧୯ ସେପ୍ଟେମ୍ବରରୁ ୧୦ ନଭେମ୍ବର ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।
ମାର୍ଚ୍ଚରେ କରୋନା କାରଣରୁ ଘଟିଥିବା ଆଇପିଏଲକୁ ସ୍ଥଗିତ ରଖାଯାଇଥିଲା। ମାର୍ଚ୍ଚରେ ପ୍ରକାଶିତ କାର୍ଯ୍ୟସୂଚୀ ଅନୁଯାୟୀ, ଧୋନୀଙ୍କ ନେତୃତ୍ୱାଧୀନ ଦଳ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୋହିତ ଶର୍ମାଙ୍କ ଅମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଆଇପିଏଲର ଏହି ସିଜିନର ଉଦଘାଟନୀ ମ୍ୟାଚ ଖେଳାଯିବ। ଏହି ଅନୁଯାୟୀ ଧୋନୀ ଏବଂ ରୋହିତ ଶର୍ମାଙ୍କ ଦଳ ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ। ରୋହିତ ଶର୍ମା ମଧ୍ୟ ଏହା ନିଶ୍ଚିତ କରିଛନ୍ତି।

Ms dhoni retirement Ms dhoni age Ms dhoni records Ms dhoni retired Ms dhoni announced retirement ms dhoni dhoni dhoni retirement suresh raina ms dhoni retirement msd mahendra singh dhoni m s dhoni dhoni news raina sakshi dhoni suresh raina retirement dhoni retirement news dhoni age ms dhoni news mahendra singh msd retirement raina retirement dhoni retired


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri