Posted inଖେଳ

ପାକିସ୍ତାନ ଖେଳାଳୀଙ୍କୁ ଉପହାର ଦେଲେ ଧୋନି

ନୂଆଦିଲ୍ଲୀ,୮ ।୧: ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ ମହେନ୍ଦ୍ର ସିଂ ଧୋନି ସର୍ବଦା ତାଙ୍କ ସରଳତାକୁ ନେଇ ଥାଆନ୍ତି ଚର୍ଚ୍ଚାରେ । ଆଜି ସେ କ୍ରିକେଟରୁ ସନ୍ୟାସ ନେଇ ସାରିଥିଲେ ବି ତାଙ୍କ ପ୍ରଶଂସକଙ୍କ ହୃଦୟରେ ରହିଛନ୍ତି । ତାଙ୍କର ପ୍ରଶଂସକ କେବଳ ଭାରତରେ ନୁହେଁ ସାରା ବିଶ୍ୱରେ ରହିଛନ୍ତି । ଧୋନିଙ୍କୁ ପସନ୍ଦ କରୁଥିବା ଅନେକ ଖେଳାଳୀଙ୍କ ମଧ୍ୟରୁ ପାକିସ୍ତାନର କ୍ରିକେଟ ଖେଳାଳୀ ହାରିସ ରଉଫ ଅନ୍ୟତମ । ନିକଟରେ ରଉଫଙ୍କୁ ଧୋନି ତାଙ୍କ ସିଏସ୍‌କେର ଜର୍ସି ଉପହାର ଦେଇଛନ୍ତି । ରଉଫ ଇଛା ପ୍ରକାଶ କରିଥିଲେ କି ତାଙ୍କୁ ଧୋନିଙ୍କ ଅଟୋଗ୍ରାଫି ଥିବା ସିଏସ୍‌କେର ଜର୍ସି ମିଳୁ । ଆଉ ଧୋନି ତାଙ୍କୁ ନିରାଶ କରି ନାହାନ୍ତି ।
ଉପହାର ମିଳିବା ପରେ ରଉଫ ଏହି ସୂଚନା ସୋସିଆଲ ମିଡିଆ ମାଧ୍ୟମରେ ଦେଇଛନ୍ତି । ସେ ଲେଖିଛନ୍ତି କ୍ୟାପଟେନ ମହେନ୍ଦ୍ର ସିଂ ଧୋନି ତାଙ୍କୁ ତାଙ୍କ ଜର୍ସି ଉପହାର ଦେଇଛନ୍ତି । ଏବେବି ନମ୍ବର ୭ କ୍ରିକେଟ ପ୍ରେମୀଙ୍କ ହୃଦୟ ଜିତୁଛି । ଏହାସହ ରଉଫ ସିଏସ୍‌କେର ମ୍ୟାନେଜର ରସେଲ ରାଧାକୃଷ୍ଣନଙ୍କୁ ବି ଧନ୍ୟବାଦ ଦେଇଛନ୍ତି । ତାଙ୍କ ଯୋଗୁ ଏହା ସମ୍ଭବ ହେଲା ବୋଲି ରଉଫ ଲେଖିଛନ୍ତି । ଏହା ପରେ ରାଧାକୃଷ୍ଣନ କହିଛନ୍ତି ଧୋନି ଯାହା କୁହନ୍ତି ତାହା କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri