Posted inଖେଳ

ପୁଣି ପିତା ହେଲେ କି ଧୋନୀ, ଝିଅ ଜିଭା ସହ କୁନି ଶିଶୁକୁ ନେଇ ଚର୍ଚ୍ଚା

ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆଠାରୁ ବହୁ ଦୂରରେ ଥାନ୍ତି। କିନ୍ତୁ ତାଙ୍କ ସ୍ତ୍ରୀ ସାକ୍ଷୀ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଅଛନ୍ତି। ଲକଡାଉନରେ ପ୍ରଶଂସକମାନେ ଧୋନୀଙ୍କ ବିଷୟରେ ସୋଶୀ ମିଡିଆ ଆକାଉଣ୍ଟ ଜରିଆରେ ସୂଚନା ପାଇଥିଲେ। ନିକଟରେ ସାକ୍ଷୀ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ଝିଅ ଜିଭା ଏକ କୁନି ଶିଶୁ ସହ ନଜର ଆସୁଛନ୍ତି। ଏହି ଫଟୋ ଶେୟାର କରିବା ପରେ ସାକ୍ଷୀଙ୍କୁ ସୋସିଆଲ ମିଡିଆରେ ଅନେକ ପ୍ରଶ୍ନ କରାଯାଉଛି। କେବଳ ଏତିକି ନୁହେଁ, ୟୁଜର୍ସମାନେ ଦ୍ୱିତୀୟ ସନ୍ତାନ ପାଇଁ ମଧ୍ୟ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କିଛି ୟୁଜର୍ସ ଧୋନୀ ଲକ୍‌ଡାଉନରେ ପୁଣି ହେଲେ ବୋଲି କହିଛନ୍ତି। ଆଉ କିଏ କହୁଛନ୍ତି ନିକଟରେ ପିତା ହୋଇଥିବା ହାର୍ଦ୍ଦିକଙ୍କ ପୁଅ ସହ ଜିଭା ଖେଳୁଛନ୍ତି। ହାର୍ଦ୍ଦିକ ଏବଂ ଧୋନୀ ପରସ୍ପରର ଅତି ନିକଟତର। ଧୋନୀଙ୍କ ଜନ୍ମଦିନରେ ହାର୍ଦ୍ଦିକ ତାଙ୍କ ଭାଇ କ୍ରୁନାଲ ଏବଂ ଭାଉଜଙ୍କ ସହ ଜନ୍ମଦିନ ପାଳନ କରିବାକୁ ରାଞ୍ଚି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲି ଦଣ୍ଡିତ

ସାଉଥାମ୍ପଟନ,୨୩ା୬: ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଅତ୍ୟଧିକ ଅପିଲ କରିବା ପାଇଁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଦଣ୍ଡିତ ହେବାକୁ ପଡ଼ିଛି। ତାଙ୍କ ମ୍ୟାଚ୍‌ ଫି’ର ୨୫...

ଅନୁଷ୍କାଙ୍କୁ କ୍ଷମା ମାଗିଲେ ଫାରୁକ୍‌ ଇଞ୍ଜିନିୟର

ନୂଆଦିଲ୍ଲୀ,୧।୧୧:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ କ୍ଷମା ମାଗିଛନ୍ତି ଫାରୁକ୍‌ ଇଞ୍ଜିନିୟର। ଇଂଲଣ୍ଡରେ ଅନୁଷ୍ଠିତ ବିଶ୍ୱକପରେ ଭାରତୀୟ...

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ ଖେଳାଯିବ

ନୂଆଦିଲ୍ଲୀ,୧୫।୧୨: ପୁଣି ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ଏଥର ପୁରୁଷ ନୁହେଁ,ମହିଳା କ୍ରିକେଟ ଦଳ ସାମ୍ନାସାମ୍ନି ହେବେ। ଆସନ୍ତା ବର୍ଷ ମାର୍ଚ୍ଚ...

ପରାଜୟ ସତ୍ତ୍ୱେ ଫାଇନାଲରେ ଭାରତୀୟ ଯୁବ ଦଳ

ବେକେନହାମ୍‌ (ୟୁକେ), ୧୦।୮ (ପି.ଟି.): ଏଠାରେ ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଦିନିକିଆ ତ୍ରି-ରାଷ୍ଟ୍ରୀୟ ସିରିଜର ଏକ ମ୍ୟାଚ୍‌ରେ ଭାରତୀୟ ଯୁବ ଦଳ ଡିଏଲ୍‌ ପଦ୍ଧତିରେ...

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: ଶୀର୍ଷରେ କୋହଲି, ଚତୁର୍ଥ ସ୍ଥାନକୁ ଖସିଲେ ବୁମ୍‌ରା

ଦୁବାଇ,୧।୪(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଅନ୍ୟପଟେ ବୋଲିଂ...

ଲାହୋର, କରାଚୀଠାରେ ଖେଳିବ ଶ୍ରୀଲଙ୍କା

କରାଚୀ,୨୪।୮: ଶ୍ରୀଲଙ୍କା ଦଳ ଦିନିକିଆ ସିରିଜ୍‌ ଖେଳିବା ପାଇଁ ପାକିସ୍ତାନ ଗସ୍ତ କରିବାକୁ ରାଜି ହୋଇଛି। ଏ ନେଇ ଦୁଇ ବୋର୍ଡ ମଧ୍ୟରେ ଚୁକ୍ତି ହୋଇଛି।...

ବୋପାନ୍ନା-କୁଲହଫ୍‌ ଫାଇନାଲରେ

ଦୋହା, ୧୦ା୧ (ପି.ଟି.)- ଭାରତର ରୋହନ ବୋପାନ୍ନା ଏବଂ ନେଦରଲାଣ୍ଡର ଓ୍ବେସ୍‌ଲି କୁଲ୍‌ହଫ୍‌ ଏଠାରେ ଚାଲିଥବା ୧,୪୬୫,୨୬୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ କାତାର ଓପନ...

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ମାନ୍ୟତା ହରାଇଲେ ମନ୍ଧାନା

ଦୁବାଇ, ୧୫।୧୦ (ପି.ଟି.)-ଭାରତୀୟ ମହିଳା କ୍ରିକେଟ୍‌ ଦଳର ତାରକା ବ୍ୟାଟ୍ସଓମ୍ୟାନ ସ୍ମୃତି ମନ୍ଧାନା ଆଇସିସି ଦିନିିକିଆ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ମାନ୍ୟତା ହରାଇଛନ୍ତି। ଅର୍ନ୍ତଜାତୀୟ କ୍ରିକେଟ୍‌ ପରିଷଦ...

Advertisement
Archives

Model This Week