ଟସ୍‌ ଜିତି ପ୍ରଥମେ ଦିଲ୍ଲୀକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲେ ଧୋନୀ

ଦୁବାଇ, ୨୫।୯: ଆଇପିଏଲ୍‌-୧୩ତମ ସଂସ୍କରଣର ଏକ ମୁକାବିଲାରେ ଶୁକ୍ରବାର ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପ୍ରଥମେ ଦିଲ୍ଲୀକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି। ଚଳିତ ସିଜନରେ ଚେନ୍ନାଇ ୨ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୨ ପଏଣ୍ଟ ପାଇ ଟେବୁଲର ୫ମ ସ୍ଥାନରେ ରହିଛି। ସେହିଭଳି ଦିଲ୍ଲୀ ଗୋଟିଏ ମ୍ୟାଚ୍‌ ଖେଳି ବିଜୟ ସହ ୨ ପଏଣ୍ଟ ପାଇ ୪ର୍ଥ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର ଟିମ୍‌ ବଜାୟ ରଖିଲା ମୁମ୍ବାଇ

ମୁମ୍ବାଇ,୧୫।୧୧ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍‌ ଆଗାମୀ ସଂସ୍କରଣ ପାଇଁ ତା’ର କୋର ଟିମ୍‌ ବଜାୟ ରଖିଛି। ଅଭିଜ୍ଞ ଶ୍ରୀଲଙ୍କା...

ଦୃଢ଼ ସ୍ଥିତିରେ ଇଂଲଣ୍ଡ

କେପ୍‌ ଟାଉନ, ୬।୧- ସ୍ଥାନୀୟ ନ୍ୟୁଲାଣ୍ଡ୍ସଠାରେ ଘରୋଇ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡ ଦୃଢ଼ ସ୍ଥିତିରେ ରହିଛି। ଓପନର୍‌ ଡୋମିନିକ...

ସଲ୍‌ମାଙ୍କ ସ୍ପେଲ୍‌ ନିର୍ଣ୍ଣାୟକ: ସ୍ମୃତି

ଶାରଜା, ୧୧।୧୧(ପି.ଟି.)- ଚଳିତ ବର୍ଷର ମହିଳା ଟି୨୦ ଚ୍ୟାଲେଞ୍ଜ୍‌ରେ ବାଜି ମାରିଛି ଟ୍ରେଲ୍‌ ବ୍ଲେଜର୍ସ। ସୋମବାର ଅନୁଷ୍ଠିତ ଫାଇନାଲରେ ଗତ ୨ ବର୍ଷର ଚାମ୍ପିୟନ ସୁପରନୋଭାସକୁ...

ଡୋପ୍‌ ସାମ୍ପଲ ସଂଗ୍ରହ ଆରମ୍ଭ ହେବ

ନୂଆଦିଲ୍ଲୀ, ୧୯ା୫ (ପି.ଟି.)-କରୋନା ଭାଇରସ୍‌ ପାଇଁ ଚାଲିଥିବା ଲକ୍‌ଡାଉନ୍‌ରେ କୋହଳ କରାଯାଇଛି। ଏଣିକି ଆଥଲେଟ୍‌ମାନେ ଷ୍ଟାଡିୟମ ଅବା ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଟ୍ରେନିଂ ନେଇପାରିବେ। ସେମାନଙ୍କଠାରୁ ଡୋପ୍‌...

ପାକିସ୍ତାନ ଗସ୍ତ କରିବ ଭାରତ

ନୂଆଦିଲ୍ଲୀ, ୨୮।୭- ଭାରତୀୟ ଡେଭିସ କପ୍‌ ଦଳ ଦୀର୍ଘ ୫୫ ବର୍ଷ ପରେ ପାକିସ୍ତାନ ଗସ୍ତ କରିବାକୁ ଯାଉଛି। ଏ ନେଇ ସର୍ବଭାରତୀୟ ଟେନିସ ଆସୋସିଏଶନ...

ଟସ୍‌ ଜିତିଲା ଭାରତ: ରୋହିତ୍‌ଙ୍କୁ ବିଶ୍ରାମ

ଲଡରହିଲ,୭।୮:ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍‌ର ପଞ୍ଚମ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ଫ୍ଲୋରିଡାଠାରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତ ଟସ ଜିତି...

ଶାନ୍ତନୁଙ୍କ ଶତକ: ବିଜୟ ଦ୍ୱାରରେ ଓଡ଼ିଶା

କଟକ ଅଫିସ,୨୮ା୧୨- ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଉତ୍ତରାଖଣ୍ଡ ବିପକ୍ଷ ରଣ୍‌ଜୀ ଟ୍ରଫି କ୍ରିକେଟ ମ୍ୟାଚ୍‌ରେ ଘରୋଇ ଓଡ଼ିଶା ଦଳ ବିଜୟ ଦ୍ୱାରରେ ପହଞ୍ଚିଛି। ପ୍ରଥମ ଇନିଂସରେ...

‘ଧୋନୀଙ୍କ କ୍ୟାପଟେନଶିପ୍‌ ଷ୍ଟାଇଲ ଏବଂ ମୋ ଶୈଳୀରେ ସମାନତା ଅଛି’

ବେଙ୍ଗାଲୁରୁ,୧୩।୩: ପ୍ରଥମ ଥର ପାଇଁ ଆଇପିଏଲରେ ନେତୃତ୍ୱ ନେବାକୁ ଯାଉଛନ୍ତି ଫାଫ ଡୁ’ପ୍ଲେସିସ। ତାଙ୍କ ନେତୃତ୍ୱ ଶୈଳୀ ‘କ୍ୟାପଟେନ କୁଲ’ ଭାବେ ପରିଚିତ ମହେନ୍ଦ୍ର ସିଂ...

Advertisement
Archives

Model This Week