Posted inଖେଳ

‘ଆଇପିଏଲର ଦ୍ୱିତୀୟାର୍ଦ୍ଧରେ ଧୋନୀ ଭଲ ପ୍ରଦର୍ଶନ କରିପାରନ୍ତି ’

ନୂଆଦିଲ୍ଲୀ,୨୬।୫: ଆଇପିଏଲ-୧୪’ର ଦ୍ୱିତୀୟାର୍ଦ୍ଧରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଜଣେ ବ୍ୟାଟ୍ସମ୍ୟାନ ଭାବେ ଭଲ ପ୍ରଦର୍ଶନ କରିପାରନ୍ତି। ଏଭଳି ମତ ରଖିଛନ୍ତି ସିଏସ୍‌କେ ବୋଲର ଦୀପକ ଚହର। ଚଳିତ ବର୍ଷ ଆଇପିଏଲର ୭ ମ୍ୟାଚ୍‌ ଖେଳିଥିବା ସିଏସ୍‌କେ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନରେ ଥିବାବେଳେ ଧୋନୀ ମାତ୍ର ୩୭ ରନ୍‌ କରିଛନ୍ତି।

ଜଣେ ବ୍ୟାଟ୍ସମ୍ୟାନଙ୍କ ଲାଗି ୧୫ରୁ ୨୦ ବର୍ଷ ଧରି ସମାନ ପ୍ରଦର୍ଶନ କରିବା ସହଜ ନୁହେଁ। ନିୟମିତ କ୍ରିକେଟ ଖେଳୁ ନ ଥିବା ବ୍ୟାଟ୍ସମ୍ୟାନ ଆଇପିଏଲ ଭଳି ଇଭେଣ୍ଟରେ ଭଲ ପ୍ରଦର୍ଶନ କରିପାରିବେ ନାହିଁ। ଏଥି ଲାଗି ସମୟ ଦରକାର। ଧୋନୀ ସର୍ବଦା ଫିନିଶର ଭାବେ ଖେଳନ୍ତି। ଏଭଳି ପରିସ୍ଥିତିରେ ରନ କରିବା ଆହୁରି କଷ୍ଟକର। ୨୦୧୮ ଓ ୨୦୧୯ ସିଜନରେ ଧୋନୀ ଭାଇ ଧିମା ଆରମ୍ଭ କରିଥିଲେ। କିନ୍ତୁ ଶେଷ ଆଡ଼କୁ ଦେଖାଇଥିଲେ ତାଙ୍କର ବଡ଼ ଶଟ ଖେଳିବାର ଦକ୍ଷତା। ଏଣୁ ଆଇପିଏଲର ଦ୍ୱିତୀୟାର୍ଦ୍ଧରେ ଧୋନୀଙ୍କ ଠାରୁ ଭଲ ପ୍ରଦର୍ଶନ ଦେଖିବାକୁ ମିଳିପାରେ ବୋଲି ଦୀପକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?