Posted inଖେଳ

‘ଦେଶକୁ ସର୍ବଦା ଆଗରେ ରଖନ୍ତି ଧୋନୀ’

ନୂଆଦିଲ୍ଲୀ,୪।୭: ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସର୍ବଦା ଦେଶକୁ ଆଗରେ ରଖନ୍ତି। ଦେଶ କଥା ଉଠିଲେ ସେ ଦ୍ୱିତୀୟ କିଛି ଚିନ୍ତା କରନ୍ତି ନାହିଁ, ଯାହାକି ଅବିଶ୍ୱସନୀୟ। ଧୋନୀଙ୍କୁ ଏଭଳି ପ୍ରଶଂସା କରିଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ।

ଫୋର୍ବସ ମାଗାଜିନକୁ ଦେଇଥିବା ସାକ୍ଷାତ୍‌କାରରେ ରାହୁଲ କହିଛନ୍ତି, କ୍ୟାରିୟରରେ ଯେତେ ଉତ୍‌ଥାନ ପତନ ଆସିଲେ ମଧ୍ୟ କେଉଁଭଳି ନମ୍ର ରହିବାକୁ ହୁଏ, ମୁଁ ଧୋନୀଙ୍କ ଠାରୁ ଶିକ୍ଷିଛି। ଦୁଇ ଥର ବିଶ୍ୱକପ୍‌ ବିଜେୟୀ ଅଧିନାୟକ ଧୋନୀ ସର୍ବଦା ନମ୍ର ଓ ଶାନ୍ତ ରୁହନ୍ତି। ଫିଲ୍ଡ ମଧ୍ୟରେ ହେଉ କି ବାହାରେ। ଉଲ୍ଲେଖଯୋଗ୍ୟ, ଧୋନୀଙ୍କ ନେତୃତ୍ୱରେ ଦିନିକିଆ ପଦାର୍ପଣ କରିଥିଲେ ରାହୁଲ। ଧୋନୀଙ୍କ ଅନ୍ତିମ ଟେଷ୍ଟ ସିରିଜ୍‌ରେ ରାହୁଲଙ୍କୁ ମିଳିଥିଲା କ୍ୟାରିୟରର ପ୍ରଥମ ଟେଷ୍ଟ କ୍ୟାପ। ୨୦୧୬ରୁ ୧୭ରେ ଧୋନୀଙ୍କ ନେତୃତ୍ୱରେ ଖୁବ୍‌ ଦିନିକିଆ ଓ ଟି୨୦ ମ୍ୟାଚ୍‌ ଖେଳିଛନ୍ତି ଏହି ଡାହାଣହାତୀ ଷ୍ଟାଇଲିଶ ବ୍ୟାଟ୍ସମ୍ୟାନ।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri