Posted inଖେଳ

କ୍ରୋଏସିଆକୁ ହରାଇଲା ସ୍ପେନ୍‌; ଭାଇରାଲ ହେଲା ଧୋନୀଙ୍କ ଏହି ଟୁଇଟ୍‌; ପ୍ରଶଂସକମାନେ…

ନୂଆଦିଲ୍ଲୀ,୩୦।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ନିଜର ଅନ୍ତଃରାଷ୍ଟ୍ରୀୟ କ୍ୟାରିୟର ଆରମ୍ଭ କରିବା ଦିନରେ ସୋସିଆଲ ମିଡିଆରେ ବେଶ ଆକ୍ଟିଭ ରହୁଥିଲେ। ସେ ଟୁଇଟରରେ ପ୍ରଶଂସକମାନଙ୍କ ସହ ଅନେକ ବିଷୟରେ ଚର୍ଚ୍ଚା କରିଥିଲେ। ବର୍ତ୍ତମାନ ଧୋନୀ ସୋସିଆଲ ମିଡିଆରୁ ଦୂରେଇ ଯାଇଥିଲେ ହେଁ ଏବେ ତାଙ୍କର ଏକ ପୁରୁଣା ଟୁଇଟ୍‌ ଭାଇରାଲ ହେଉଛି।

ମଙ୍ଗଳବାର ଧୋନୀଙ୍କ ସ୍ପେନ ଫୁଟବଲ ଟିମ୍‌ ପାଇଁ କରିଥିବା ପୁରୁଣା ଟୁଇଟ ଇଣ୍ଟରନେଟରେ ଭାଇରାଲ ହୋଇଥିଲା। ଧୋନୀଙ୍କ ଉକ୍ତ ଟୁଇଟ୍‌ଟି ୟୁରୋପିଆନ ଚାମ୍ପିୟନଶିପ୍‌ ୟୁଇଫା ୟୁରୋ ୨୦୨୦ ସମୟରେ ଭାଇରାଲ ହୋଇଥିଲା। ଧୋନୀ ୨୮ ଜୁନ ୨୦୧୨ରେ ସ୍ପେନ୍‌ ପାଇଁ ଟୁଇଟ୍‌ କରିଥିଲେ। ସ୍ପେନ୍‌ ଏହି ମ୍ୟାଚ୍‌କୁ ଜିତିବାର ହକ୍‌ଦାର। ହେଲେ ଏବେ ଏହା ଲଟେରୀ ଫୁଟବଲ। ଯିଏ ବି ଧୈର୍ଯ୍ୟର ସହ ଖେଳିବ, ସେ ଜିତିବ। ଗୋଲକିପରମାନଙ୍କ ପାଇଁ ହିରୋ ହେବାର ସମୟ ବୋଲି ସେ ଟୁଇଟ୍‌ରେ ଲେଖିଥିଲେ।

ସୋମବାର ୟୁଏଫା ୟୁରୋର ଅନ୍ତିମ-୧୬ରେ ସ୍ପେନ୍‌ କ୍ରୋଏସିଆକୁ ହରାଇଥିଲା। ଏହାପରେ ଧୋନୀଙ୍କ ଜଣେ ପ୍ରଶଂସକ ପୁରୁଣା ଟୁଇଟ୍‌ରେ କମେଣ୍ଟ ଦେଇ ‘ସ୍ପେନକୁ ଶୁଭକାମନା’ ବୋଲି ଲେଖିଥିଲେ। ଧିରେ ଧିରେ ଏହି ଟୁଇଟ୍‌ ଭାଇରାଲ ହୋଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri