କୋହଲିଙ୍କୁ ପଛରେ ପକାଇଲେ ଧୋନୀ

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ଭେଟୁଛି। ଏହି ମ୍ୟାଚ୍‌ ରେ ସିଏସ୍‌କେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍‌ ଜିତି ବୋଲି ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍‌ ଧୋନୀଙ୍କ ପାଇଁ ସ୍ବତନ୍ତ୍ର ହୋଇଛି। ଆଇପିଏଲର ଯେକୌଣସି ଗୋଟିଏ ଫ୍ରାଞ୍ଚାଇଜ ପାଇଁ ୨୦୦ ମ୍ୟାଚ ଖେଳିଥିବା ଧୋନୀ ଦ୍ୱିତୀୟ ଖେଳାଳି ହୋଇଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଆଇପିଏଲରେ ଏହା ତାଙ୍କର ୨୦୦ ତମ ମ୍ୟାଚ। ଯେକୌଣସି ଗୋଟିଏ ଫ୍ରାଞ୍ଚାଇଜ ପାଇଁ ୨୦୦ କିମ୍ବା ଅଧିକ ମ୍ୟାଚ ଖେଳିବା କ୍ଷେତ୍ରରେ କେବଳ ବିରାଟ କୋହଲି ତାଙ୍କଠାରୁ ଆଗରେ ଅଛନ୍ତି। ବିରାଟ ବର୍ତ୍ତମାନ ପର୍ଯ୍ୟନ୍ତ ଆଇପିଏଲରେ ବେଙ୍ଗାଲୁରୁ ପାଇଁ ୨୧୭ ମ୍ୟାଚ ଖେଳିଛନ୍ତି। ୨୦୧୬ ଏବଂ ୨୦୧୭ରେ ଚେନ୍ନାଇ ନିଷେଧ ହେବା ପରେ ଧୋନୀଙ୍କୁ ଅନ୍ୟ ଫ୍ରାଞ୍ଚାଇଜ ପାଇଁ ଖେଳିବାକୁ ପଡିଥିଲା, ନଚେତ୍‌ ସେ କୋହଲିଙ୍କଠାରୁ ଆଗରେ ଥାଆନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବିଜୟ ଦେଲା କୋହଲି, ଇଶାନଙ୍କ ପାଓ୍ବାରଫୁଲ ହାଫ୍‌ ସେଞ୍ଚୁରୀ

ଅହମ୍ମଦାବାଦ,୧୪।୩ : ପ୍ରଥମ ମ୍ୟାଚ୍‌ରେ ଶୋଚନୀୟ ପରାଜୟ ପରେ ଦମଦାର ପ୍ରତ୍ୟାବର୍ତ୍ତନ କରିଛି ଭାରତ। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ୭ ଉଇକେଟରେ ଜିତି...

କୋଭିଡ୍‌-୧୯: ୨୦୨୦ ହିରୋ ଇଣ୍ଡିଆନ ଓପନ୍‌ ଗଲ୍ଫ ଟୁର୍ନାମେଣ୍ଟ ବାତିଲ

ନୂଆଦିଲ୍ଲୀ,୩।୭(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଆଉଏକ ମେଗା ଇଭେଣ୍ଟ ବାତିଲ ହୋଇଛି। ଶୁକ୍ରବାର ହିରୋ ଇଣ୍ଡିଆନ୍‌ ଗଲ୍ଫ ଟୁର୍ନାମେଣ୍ଟର ୨୦୨୦ ସଂସ୍କରଣକୁ ବାତିଲ କରାଯାଇଛି ଭାରତୀୟ...

ରଣ୍‌ଜୀ ଟ୍ରଫି: କ୍ବାର୍ଟର ଫାଇନାଲ ମୁକାବିଲା; ଓଡ଼ିଶାକୁ ବିଦା କରିଥିଲା ବୁମ୍‌ରାଙ୍କ ବୋଲିଂ

କଟକ ଅଫିସ,୧୯ା୨-  ଦୁଇ ବର୍ଷର ବ୍ୟବଧାନ ପରେ ରଣଜୀ ଟ୍ରଫିର କ୍ବାର୍ଟର ଫାଇନାଲରେ ପ୍ରବେଶ କରିଛି ଓଡ଼ିଶା। ଗତ ୨୦୧୬-୧୭ ସଂସ୍କରଣରେ ରାଜ୍ୟ ଦଳ କ୍ବାର୍ଟରରେ...

ଡେନମାର୍କ ଓପନରେ ଶ୍ରୀକାନ୍ତଙ୍କ ବିଜୟ ଅଭିଯାନ

ଓଡେନ୍‌ସେ(ଡେନ୍‌ମାର୍କ), ୧୫।୧୦(ପି.ଟି.)- ଦୀର୍ଘ ୭ ମାସର ବ୍ୟବଧାନପରେ ଡେନମାର୍କ ଓପନ ସହ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଏଥିରେ ଭାଗ ନେଇଥିବା ଭାରତର କିଡାମ୍ବି...

ହ୍ବାଟ୍ସଆପ୍‌ରେ ଏହି ସୁନ୍ଦରୀ ଅଭିନେତ୍ରୀଙ୍କୁ ବ୍ଲକ୍‌ କରିଦେଇଥିଲେ ପନ୍ତ, କାରଣ ଜାଣିଲେ…

ବମ୍ବେ: ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ନାମ ଯୋଡ଼ା ଯିବା ନୂଆ କଥା ନୁହେଁ। ସେଥିରୁ କିଛି ସତ ଥିବା ବେଳେ କିଛି ଗୁଜବ ବୋଲି ଜଣାପଡ଼େ।...

ପାଞ୍ଚ ଷ୍ଟାଡିୟମରେ ଟେଷ୍ଟ

ଭାରତରେ ଏବେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌କୁ ୫ଟି ଷ୍ଟାଡିୟମରେ ଆୟୋଜନ କରିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚିନ୍ତାକରିବା ଆବଶ୍ୟକ ବୋଲି ଭାରତୀୟ...

ସ୍ପିନ୍‌ ନ କରିବି ବିପକ୍ଷ ଟିମ୍‌କୁ ଅଡୁଆରେ ପକାଉଥିଲେ ଏହି ଭାରତୀୟ ଅଫ୍‌ ସ୍ପିନର! ଆଜି ପାଳୁଛନ୍ତି ଜନ୍ମଦିନ

ନୂଆଦିଲ୍ଲୀ,୨୬।୧: ଜାନୁୟାରୀ ୨୬ରେ ଜନ୍ମ ନେବାକୁ ଭାରତୀୟମାନେ ସୌଭାଗ୍ୟ ବୋଲି ମନେ କରନ୍ତି। ଭାରତୀୟ କ୍ରିକେଟରେ ଏଭଳି ଅନେକ ଖେଳାଳି ଅଛନ୍ତି ଯେଉଁମାନେ ଏହି ସ୍ବତନ୍ତ୍ର...

ଦକ୍ଷିଣ ଆଫ୍ରିକା ଗସ୍ତ ଉପରେ କଳା ବାଦଲ

ମୁମ୍ବାଇ,୨୬।୧୧: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଯୋଗୁ ଭାରତୀୟ କ୍ରିକେଟ ଦଳର ଆଗାମୀ ଦକ୍ଷିଣ ଆଫ୍ରିକା ଗସ୍ତ ଉପରେ ଛାୟୀ ହୋଇଯାଇଛି କଳା ବାଦଳ। ଏହି...

Advertisement
Archives

Model This Week