ବଜାରକୁ ଗତି ଦେଇପାରିବେ ଏମ୍‌ଏସ୍‌ଏମ୍‌ଇ

ନୂଆଦିଲ୍ଲୀ,୨୯।୭: ବର୍ତ୍ତମାନ କ୍ଷତିଗ୍ରସ୍ତ ବଜାର ସ୍ଥିତିରେ ଦେଶର ଅଣୁ ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ସ୍ଥିତିରେ କ୍ଷୁଦ୍ର ଶିଳ୍ପର ବିକାଶ ଲାଗି ଡିଜିଟାଲୀକରଣ ଉପରେ ଏକ ଅଧ୍ୟୟନରେ ଗୁରୁତ୍ୱାରୋପ କରାଯାଇଛି। ଏହି ଶିଳ୍ପର ଡିଜିଟାଲୀକରଣ ହେଲେ ଦେଶର ଜିଡିପିରେ ୨୧୬ ବିଲିୟନ ଡଲାରର ବୃଦ୍ଧି ଘଟିବ। କରୋନା ମହାମାରୀ ପାଇଁ ଦେଶ ସାମ୍ନାରେ ଆସିଥିବା ବିଭିନ୍ନ ଚ୍ୟାଲେଞ୍ଜରୁ ଦେଶକୁ ବାହାରକୁ ଆଣିବା ଲାଗି ଏହା ସହାୟତା କରିବ ବୋଲି ଅଧ୍ୟୟନରେ କୁହାଯାଇଛି। ବର୍ତ୍ତମାନର ପରିବର୍ତ୍ତନ ସହ ଆଗକୁ ବଢ଼ିବାକୁ ହେଲେ ଡିଜିଟାଲୀକରଣକୁ ଆପଣାଇବାକୁ ପଡିବ ବୋଲି କ୍ଷୁଦ୍ର ଶିଳ୍ପଗୁଡିକ ଉପଲବ୍ଧି କରିଛନ୍ତି। ବର୍ତ୍ତମାନ ଦେଶ ମଧ୍ୟରେ ୪.୨ କୋଟି ପଞ୍ଜୀକୃତ ଏବଂ ଅଣପଞ୍ଜୀକୃତ କ୍ଷୁଦ୍ର ଉଦ୍ୟୋଗ ରହିଥିବା ଏସ୍‌ଏମ୍‌ବି ଡିଜିଟାଲ ମାଚ୍ୟୁରିଟି ଷ୍ଟଡି-୨୦ରେ ପ୍ରକାଶ କରାଯାଇଛି। ଡିଜିଟାଲ ପରିବର୍ତ୍ତନ ନେଇ ୮୬% ଉପଲବ୍ଧି କରିଥିବା ଏହି ଷ୍ଟଡିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ ପକ୍ଷରୁ ସହାୟତା

ଭୁବନେଶ୍ୱର,୧୫-୫: ଫନୀ ପ୍ରଭାବିତ ଲୋକଙ୍କୁ ସହାୟତା କରିବା ଲାଗି ନିଶାନ ଇଣ୍ଡିଆ ଆଗେଇ ଆସିଛି। କମ୍ପାନୀ ପକ୍ଷରୁ କଟକ ଏବଂ ଭୁବନେଶ୍ୱରରେ ଜରୁରୀକାଳୀନ ମରାମତି ଟିମ୍‌...

ଏ.ବି.ସିଂଙ୍କ ‘ଜିନ୍ଦେଗୀ’ ପଦକ୍ଷେପ; ଗରିବ ମେଧାବୀଙ୍କ ଡାକ୍ତର ହେବା ସ୍ବପ୍ନକୁକରୁଛି ସାକାର

ଭୁବନେଶ୍ୱର,୧୦-୬(ବ୍ୟୁରୋ): ଦିନେ ଡାକ୍ତର ହେବେ ବୋଲି ସେ ସ୍ବପ୍ନ ଦେଖିଥିଲେ। ସେଥିଲାଗି ମେଡିକାଲ କୋଚିଂରେ ମଧ୍ୟ ନାମ ଲେଖାଇଥିଲେ। ହେଲେ ସମୟର ସୁଅରେ ତାଙ୍କର ସେ...

ଭାରତ ବିରୋଧରେ ଟ୍ରମ୍ପ ମୁହଁ ଖୋଲିଲେ: ଆମେରିକା ମୋଟରସାଇକେଲ ଉପରେ ୫୦% ଟାରିଫ ସ୍ବୀକାର୍ଯ୍ୟ ନୁହେଁ

ଓ୍ବାଶିଂଟନ,୧୨-୬: ଟାରିଫ ବୃଦ୍ଧିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଭାରତ ବିରୋଧରେ ପୁନର୍ବାର ମୁହଁ ଖୋଲି ଚାପ ପକାଇବା ରାଜନୀତି ଆରମ୍ଭ କରିଛନ୍ତି।...

ଇଛାକୃତ ଖିଲାପକାରୀଙ୍କୁ ନେଇ ଚିନ୍ତାରେ ବ୍ୟାଙ୍କ: ୫ ବର୍ଷରେ ବଢିଛନ୍ତି ୬୦%; ୨୦୧୪-୧୫ ପରଠାରୁ ବଢୁଛି

ନୂଆଦିଲ୍ଲୀ,୨୫-୬: ଗତ ୫ ବର୍ଷରେ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଇଛାକୃତ ଖିଲାପକାରୀଙ୍କ ସଂଖ୍ୟା ୬୦% ବଢି ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ୮୫୮୨ ଛୁଇଁଛି।...

ବିଗିଡ଼ିବ ବଜେଟର ସମ୍ପୂର୍ଣ୍ଣ ଗଣିତ

  ନୂଆଦିଲ୍ଲୀ, ୭।୪: କରୋନା ଯୋଗୁ ସାରା ବିଶ୍ୱର ସ୍ଥିତି ଏବେ ବେହାଲ ହୋଇଛି। ଭାରତରେ ୨୧ ଦିନିଆ ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ବର୍ତ୍ତମାନ...

ସିଷ୍ଟମକୁ ୧ ଲକ୍ଷ କୋଟି ଛାଡିବ ଆର୍‌ବିଆଇ

ମୁମ୍ବାଇ,୨୪-୩: ଦେଶର ଫାଇନାନ୍ସିଆଲ ସିଷ୍ଟମକୁ ଅତିରିକ୍ତ ସହାୟତା କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ଅତିରିକ୍ତ ୧ ଲକ୍ଷ କୋଟି ଟଙ୍କା ପ୍ରଦାନ...

ଗ୍ଲେନ୍‌ମାର୍କକୁ ଡିଜିସିଆଇ ନୋଟିସ

ନୂଆଦିଲ୍ଲୀ,୨୦ା୭(ଆଇଏଏନ୍‌ଏସ୍‌): କୋଭିଡ୍‌-୧୯ ଔଷଧ ଫାବିଫ୍ଲୁ ସମ୍ପର୍କରେ ମିଥ୍ୟା ଦାବି ଓ ଅତ୍ୟଧିକ ମୂଲ୍ୟକୁ ନେଇ ସେଣ୍ଟ୍ରାଲ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ (ସିଡିଏସ୍‌ସିଓ) ପକ୍ଷରୁ ଏହାର...

ଶାକାହାରୀ ଯାତ୍ରୀଙ୍କୁ ମାଂସାହାରୀ ଖ୍ୟାଦ୍ୟ ପରଷି ଅଡ଼ୁଆରେ ଏୟାର ଏସିଆ ବିମାନ: ଲାଗିଲା ଦେଢ଼ଲକ୍ଷ ଟଙ୍କାର ଜରିମାନା

ଅମୃତଶର,୨୭।୫: ଜଣେ ଶାକାହାରୀ ଯାତ୍ରୀଙ୍କୁ ବିମାନରେ ମାଂସାହାରୀ ଖାଦ୍ୟ ଦେଇ ହଇରାଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ କନଜ୍ୟୁମର କୋର୍ଟରେ ଅଭିଯୋଗ କରାଯାଇଥିବା ବେଳେ ଏବେ...

Advertisement


Archives

Model This Week