Posted inଜାତୀୟ

୨୦୨୦ ବର୍ଷରେ ହୋଇଛି ବହୁ ପରିବର୍ତ୍ତନ, ବିଗିଡ଼ିଥିବା ସ୍ଥିତି ପୁଣି ହେଉଛି ସ୍ବାଭାବିକ : ମୋଦି

ନୂଆଦିଲ୍ଲୀ,୧୨।୧୨: ଚଳିତ ୨୦୨୦ ବର୍ଷରେ ଭାରତ ସମେତ ସମଗ୍ର ପୃଥିବୀରେ ବହୁ ପରିବର୍ତ୍ତନ ହୋଇଛି। ୨୦-୨୦(ଟୋଣ୍ଟି-ଟୋଣ୍ଟି) କ୍ରିକେଟ ମ୍ୟାଚ୍‌ ଠାରୁ ଏହି ବର୍ଷ ଅଧିକ ତୀବ୍ର ବେଗରେ ଅନେକ କ୍ଷେତ୍ରରେ ଅଦଳବଦଳ ଦୃଷ୍ଟି ଗୋଚର ହୋଇଛି। କରୋନା ମହାମାରୀ ସଂକ୍ରମଣ ଯୋଗୁ ଏଭଳି ଅବସ୍ଥା ଦେଖାଦେଇଥିବାବେଳେ ଏବେ ଏଥିରେ ସୁଧାର ଆସିବା ସହିତ ସ୍ଥିତି ସ୍ବାଭାବିକ ହେଉଛି। ମହାମାରୀ ସଙ୍କଟ ସମୟରେ ଭାରତ ନିଷ୍ପତ୍ତି ସମସ୍ତଙ୍କ ପାଇଁ ଏକ ନୂଆ ଉଦାହରଣ ସୃଷ୍ଟି କରିଛି। ମହାମାରୀ ସମୟରେ ଭାରତବାସୀ ଏକଜୁଟ ହୋଇ ଲଢ଼େଇ ଜାରି ରଖିବା ଏକ ନୂଆ ଇତିହାସ ସୃଷ୍ଟି କରିଛି। ଭାରତୀୟ ବାଣିଜ୍ୟ ଏବଂ ଉଦ୍ୟୋଗ ମହାସଂଘ (ଫିକି)ର ୯୩ତମ ବାର୍ଷିକ ସାଧାରଣ ବୈଠକରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ସେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ବାର୍ଷିକ ବୈଠକରେ ଯୋଗଦେଇ ସରକାରଙ୍କ ନୂଆ କୃଷି ଆଇନକୁ ସମର୍ଥନ କରିଛନ୍ତି। ଧୀରେଧୀରେ କୃଷି ଉତ୍ପାଦ ବିକ୍ରି କ୍ଷେତ୍ରରେ ରହିଥିବା ବାଧାବିଘ୍ନକୁ ସରକାର ହଟାଉଥିବା ସେ କହିଛନ୍ତି। ଏହା ଦ୍ୱାରା କୃଷକଙ୍କ ଆର୍ଥିକ ବିକାଶ ସମ୍ଭବ ହେବା ସହିତ କୃଷି କ୍ଷେତ୍ରରେ ନିବେଶ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri