ପୁରୀ ଗ୍ରାଣ୍ଡ ରୋଡରେ ମୁଫ୍‌ତି ଏକ୍ସକ୍ଲୁସିଭ୍‌ ଷ୍ଟୋର

ପୁରୀ,୨୭।୩: ଦେଶର ପ୍ରମୁଖ ଗାରମେଣ୍ଟ ବ୍ରାଣ୍ଡ୍‌ ମୁଫ୍‌ତର ଓଡିଶା ବଜାର ପକ୍ଷରୁ ଆଉ ଏକ ନୂତନ ଆଉଟଲେଟର ଶୁଭାରମ୍ଭ କରାଯାଇଛି। ଏପରିକି ରବିବାର ପୁରୀ ଗ୍ରାଣ୍ଡ ରୋଡଠାରେ ମୁଫ୍‌ତ ଏକ୍ସକ୍ଲୁସିଭ୍‌ ଷ୍ଟୋର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍‌.ସ୍କୋୟାର ମାର୍କେଟିଂ ପ୍ରାଇଭେଟ ଲିମିଟେଡ୍‌ର ନିର୍ଦ୍ଦେଶକ ଉମେଶ ଅଗ୍ରୱାଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସତ୍ୟନାରାୟଣ ସାହା, ଗୋପୀନାଥ ପାତ୍ର, ସ୍ବାତୀ ଅଗ୍ରୱାଲ ଏବଂ ବିଶ୍ୱରଞ୍ଜନ ପାତ୍ର ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ସେହିଭଳି ପୁରୀ ସହରରେ ମୁଫ୍‌ତର ଏହା ପ୍ରଥମ ଷ୍ଟୋର ହୋଇଥିବା ବେଳେ ରାଜ୍ୟରେ ୧୫ତମ ବୋଲି ବ୍ରାଣ୍ଡ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ୧୦୦୦ବର୍ଗଫୁଟ ପରିବ୍ୟାପ୍ତ ଉକ୍ତ ଷ୍ଟୋରରେ ସମସ୍ତ ବର୍ଗଙ୍କୁ ସୁହାଇଲା ଭଳି ବିଭିନ୍ନ ଡିଜାଇନ୍‌ର ଡ୍ରେସ ଉପଲବ୍ଧ। ଏଠାରେ ବ୍ରାଣ୍ଡ୍‌ର ସମସ୍ତ ଡ୍ରେସ ସହ କାଜୁଆଲ୍‌ ଶାର୍ଟ, ଟି ଶାର୍ଟ, ଡେନିମ୍‌ ଆଦି ଉପଲବ୍ଧ । ବିଶେଷ କରି ସହରର ସବୁ ବର୍ଗର ଗ୍ରାହକଙ୍କ ପାଇଁ ପୋଷାକ ସୁଲଭ ମୂଲ୍ୟ ଓ ଗୁଣାତ୍ମକ ମାନରେ ଉପଲବ୍ଧ ରହିଛି। ବିଶେଷକରି ପୁରୀ ବାସିନ୍ଦାଙ୍କ ଚାହିଦା ପୂରଣ ସହ ସବୁ ବର୍ଗର ଗ୍ରାହକଙ୍କ ଆସ୍ଥାଭାଜନ ହୋଇପାରିବ ବୋଲି ଷ୍ଟୋର ପକ୍ଷରୁ ଆଶା ବ୍ୟକ୍ତ କରାଯାଇଛି। ଉଲ୍ଲଖଯୋଗ୍ୟ, ପୁରୀ ବଡଦାଣ୍ଡ ମାର୍କେଟ ଛକ ସ୍ଥିତ ବଗଲା ଧର୍ମଶାଳାର ଅପରପାର୍ଶ୍ୱରେ ଉକ୍ତ ଶୋ’ରୁମ ଅବସ୍ଥିତ।

 


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri