ମୁଗେର ପୁଲି

ଆବଶ୍ୟକ ସାମଗ୍ରୀ: ୨ ଚାମଚ ଘିଅ, ଅଧ କପ୍‌ ମୁଗଡାଲି, ୧କପ୍‌ କ୍ଷୀର, ୧କପ୍‌ ଚାଉଳ ଗୁଣ୍ଡ, ଛାଣିବା ପାଇଁ ତେଲ, ସିରା କରିବା ପାଇଁ ୧କପ୍‌ ଚିନି, ୧/୪ଚାମଚ କେଶର, ୧/୪ଚାମଚ ଗୁଜୁରାତି ଗୁଣ୍ଡ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚୁଲାରେ ପ୍ରେସର କୁକର୍‌ ବସାଇ ଘିଅ ଗରମ କରନ୍ତୁ। ଲୋ ଷ୍ଟିମ୍‌ରେ ଘିଅରେ ମୁଗଡାଲି ପକାଇ ଭାଜନ୍ତୁ। ଏଥିରେ ପାଣି ଓ କ୍ଷୀର ପକାଇ ଭଲ ଭାବେ ଘାଣ୍ଟନ୍ତୁ। ପରେ କୁକର୍‌ରେ ଢାଙ୍କୁଣୀ ଦେଇ କିଛି ସମୟ ରଖନ୍ତୁ। ଗ୍ୟାସ ବନ୍ଦ କରିବା ପରେ ଡାଲିକୁ ଥଣ୍ଡା କରି ଗ୍ରାଇଣ୍ଡ କରିଦିଅନ୍ତୁ। ଅନ୍ୟପଟେ ଗ୍ୟାସ୍‌ ଲଗାଇ କଡେଇ ବସାନ୍ତୁ। ଏଥିରେ ମୁଗଡାଲି ପେଷ୍ଟ ପକାଇ ଆବଶ୍ୟକ ପରିମାଣର ପାଣି ମିଶାନ୍ତୁ। ଏଥିରେ ଚାଉଳ ଗୁଣ୍ଡ ପକାଇ ୫ମିନିଟ୍‌ ପଯର୍‌ୟନ୍ତ ଘାଣ୍ଟନ୍ତୁ ଏବଂ ଧ୍ୟାନ ଦିଅନ୍ତୁ ଯେପରି କେଉଁଠି ଗୁଳା ନ ରହିଯାଏ। କିଛି ସମୟ ପରେ ଘିଅ ମିଶାଇ ଗୋଳେଇ ଦିଅନ୍ତୁ। ଏହାକୁ ଏକ ପାତ୍ରରେ କାଢି ଥଣ୍ଡା କରିବା ପରେ ଭଲ ଭାବେ ଚକଟି ଗୋଲଗୋଲ ଗୁଳା ତିଆରି କରନ୍ତୁ। କେବଳ ଗୋଲ ନୁହେଁ ଏହାକୁ ମନ ମୁତାବକ ଆକାରରେ ପ୍ରସ୍ତୁତ କରନ୍ତୁ। ଏକ କଡ଼େଇରେ ତେଲ ଗରମ କରନ୍ତୁ ଏବଂ ସେଥିରେ ପିଠା ପକାଇ ଲୋ ଫ୍ଲେମ୍‌ରେ ଛାଣନ୍ତୁ। ପିଠା ସୁନେଲି ରଙ୍ଗର ହୋଇଗଲେ ପାତ୍ରକୁ କାଢି ଦିଅନ୍ତୁ। ଏକ ପ୍ୟାନରେ ଚିନି, ପାଣି ଓ କେଶର ପକାଇ ସିରା ପ୍ରସ୍ତୁତ କରନ୍ତୁ। ସିରା ପ୍ରସ୍ତୁତ ହୋଇଗଲେ ସେଥିରେ ଗୁଜୁରାତି ଗୁଣ୍ଡ ପକାନ୍ତୁ। ସିରାରେ ପିଠା ସବୁକୁ ପକାଇ ଦୁଇଘଣ୍ଟା ପର୍ଯ୍ୟନ୍ତ ଛାଡ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ମୁଗେର ପୁଲି। ଏହାକୁ ସଭିଙ୍କୁ ଖୁଆଇବାର ମଜା ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri