Posted inଜାତୀୟ

ବଦଳିଲା ଦିଲ୍ଲୀ ମୋଗଲ ଗାର୍ଡେନର ନାମ

ନୂଆଦିଲ୍ଲୀ,୩୦।୧: ରାଷ୍ଟ୍ରପତି ଭବନ ପରେ ବର୍ତ୍ତମାନ ଦିଲ୍ଲୀ ୟୁନିଭର୍ସିଟିର ଉତ୍ତର କ୍ୟାମ୍ପସ ସ୍ଥିତ ମୋଗଲ ଗାର୍ଡେନର ନାମ ପରିବର୍ତ୍ତନ କରାଯାଇଛି। ଦିଲ୍ଲୀ ୟୁନିଭର୍ସିଟି (ଡିୟୁ)ର ମୋଗଲ ଗାର୍ଡେନର ନାମକୁ ପରିବର୍ତ୍ତନ କରାଯାଇ ‘ଗୌତମ ବୁଦ୍ଧ ସେଣ୍ଟେନାରୀ’ ଗାର୍ଡେନ କରାଯାଇଛି। ନାମ ବଦଳାଇବା ପରେ ୟୁନିଭର୍ସିଟି ପ୍ରଶାସନ ପକ୍ଷରୁ ଯୁକ୍ତି କରାଯାଇଛି ଯେ, ଏହି ବଗିଚା ମୋଗଲମାନଙ୍କ ଦ୍ୱାରା ନିର୍ମିତ ହୋଇନାହିଁ କିମ୍ବା ଏଥିରେ କୌଣସି ମୋଗଲ ଡିଜାଇନ ଉପରେ ଆଧାରିତ ହୋଇନାହିଁ। ଏନେଇ ସୋମବାର ଜଣେ ଡିୟୁ ଅଧିକାରୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜାନୁଆରୀ ୨୭ରେ ଦିଲ୍ଲୀ ୟୁନିଭର୍ସିଟି ଦ୍ୱରା ଜାରି କରାଯାଇଥିବା ବିଜ୍ଞପ୍ତିରେ କୁଳସଚିବ ବିକାଶ ଗୁପ୍ତା ଗାର୍ଡେନର ନାମ ବଦଳାଇବା ସମ୍ପର୍କରେ ସୂଚନା ଦେଇଥିଲେ। ଗତ ୧୫ ବର୍ଷ ଧରି ଏହି ଗାର୍ଡେନରେ ମହାତ୍ମା ବୁଦ୍ଧଙ୍କର ଏକ ପ୍ରତିମୂର୍ତ୍ତି ରହିଥିଲା। ସେଥିପାଇଁ ଏହାର ନାମ ଗୌତମ ବୁଦ୍ଧ ସେଣ୍ଟେନାରୀ ଗାର୍ଡେନ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମଲେଶ ହତ୍ୟାକାଣ୍ଡ: ଅପରାଧୀଙ୍କୁ ଧରାଇଦେଲେ ୨.୫ ଲକ୍ଷ ପୁରସ୍କାର

ଲକ୍ଷ୍ନୌ,୨୨ା୧୦(ପି.ଟି.): ହିନ୍ଦୁବାଦୀ ନେତା କମଲେଶ ତିଓ୍ବାରୀଙ୍କ ହତ୍ୟାକାଣ୍ଡ ସହ ସମ୍ପୃକ୍ତ ଦୁଇ ସନ୍ଦିଗ୍ଧଙ୍କୁ ଧରାଇଦେଲେ ୨.୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ଦିଆଯିବ ବୋଲି ଉତ୍ତରପ୍ରଦେଶ...

ବାଡ଼ ଡେଇଁଲେ କ୍ରୀଡ଼ାମନ୍ତ୍ରୀ, ଧରିଲେ ପଦ୍ମ…

ନୂଆଦିଲ୍ଲୀ, ୨୯।୧୨: ମଣିପୁରର କ୍ରୀଡ଼ା ତଥା ଯୁବ ବ୍ୟାପାର ମନ୍ତ୍ରୀ ଲେଟ୍‌ପାଓ ହାଓକିପ୍‌ ନ୍ୟାଶନାଲ ପିପୁଲ୍ସ୍‌ ପାର୍ଟି(ଏନ୍‌ପିପି)ର ବାଡ଼ ଡେଇଁଛନ୍ତି। ରାଜଧାନୀ ଦିଲ୍ଲୀରେ ସେ ଭାଜପାରେ...

ଖାନ ମାର୍କେଟରୁ ଜବତ ହେଲା ୧୦୦ରୁ ଅଧିକ କନସେନଟ୍ରେଟର୍ସ

ନୂଆଦିଲ୍ଲୀ,୭।୫: ଗୁରୁତର କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସାରେ ବ୍ୟବହୃତ ହେଉଥିବା କନସେନଟ୍ରେଟର୍ସର କଳାବଜାର ହେଉଛି। ଦିଲ୍ଲୀର ଜଣାଶୁଣା ଖାନ ମାର୍କେଟର ଦୁଇଟି ଦୋକାନରୁ ଶୁକ୍ରବାର ୧୦୦ରୁ ଅଧିକ...

ବିନା ସୁରକ୍ଷାରେ କାମ କରୁଛନ୍ତି କରୋନା ଯୋଦ୍ଧା

ଭୋପାଳ,୨୩।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏପରିସ୍ଥଳେ କରୋନା ଯୋଦ୍ଧା ପାଲଟି ଥିବା ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ...

ବଜାରକୁ ଆସିଲା ହାପୁସ ଆମ୍ବ, ଗୋଟିକର ଦାମ ୧୭୦ଟଙ୍କା

ମୁମ୍ବାଇ,୧।୨: କୋଙ୍କଣର ବିଶ୍ୱ ପ୍ରସିଦ୍ଧ ହାପୁସ ଆମ୍ବ ଏବେ ବଜାରକୁ ଆସିବା ଆରମ୍ଭ କରିଛି। ନିକଟରେ ଏହାର ଏକ ନିଲାମି କରାଯାଇଥିବା ସୂଚନା ମିଳିଛି। ଏହାର...

ଭାଜପା ସରକାରଙ୍କୁ ଘେରିଲେ ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ, ୬।୬ : ମହାପୁରୁଷ ମହମ୍ମଦଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ନୁପୁର ଶର୍ମା ଏବଂ ନବୀନ ଜିନ୍ଦଲଙ୍କୁ ଭାଜପାରୁ ନିଲମ୍ବନ କରିବା ପ୍ରସଙ୍ଗରେ...

ଲୋକ ସଭା ନିର୍ବାଚନ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ

ନୂଆଦିଲ୍ଲୀ,୧୭।୪: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ...

ଉତ୍ତେଜନା ବଢ଼ାଉଛି ନେପାଳ

ନୂଆଦିଲ୍ଲୀ, ୨ା୮: ଭାରତର ୩ଟି ସୀମାନ୍ତ ଅଞ୍ଚଳକୁ ନିଜର ବୋଲି ଦାବି କରୁଥିବା ନେପାଳ ପୁଣି ଥରେ ଉତ୍ତେଜନା ବଢ଼ାଇଛି। ଉକ୍ତ ୩ ଅଞ୍ଚଳକୁ ନେଇ...

Advertisement
Archives

Model This Week