Posted inଜାତୀୟ

ଦିଲ୍ଲୀ ୟୁନିଭର୍ସିଟି ପାଠ୍ୟକ୍ରମରୁ ମହମ୍ମଦ ଇକ୍‌ବାଲ ବାଦ୍‌

ନୂଆଦିଲ୍ଲୀ, ୨୮।୫: ଲୋକପ୍ରିୟ ଗୀତ ‘ସାରେ ଜହାଁ ସେ ଅଚ୍ଛା ହିନ୍ଦୁସ୍ଥାନ ହମାରା’ର ରଚୟିତା ଖ୍ୟାତନାମା ଉର୍ଦ୍ଦୁ ଓ ପାର୍ସି କବି ମହମ୍ମଦ ଇକ୍‌ବାଲଙ୍କୁ ଦିଲ୍ଲୀ ୟୁନିସର୍ଭିିଟି (ଡିୟୁ) ଏହାର ବିଏ ରାଜନୀତି ବିଜ୍ଞାନ ପାଠ୍ୟକ୍ରମରୁ ବାଦ୍‌ ଦେଇଛି। ବିଶ୍ୱବିଦ୍ୟାଳୟର ଏକାଡେମିକ୍‌ କାଉନ୍‌ସିଲ୍‌ ଶୁକ୍ରବାର ଏହି ନିଷ୍ପତ୍ତି ନେଇଛି। ସେହିପରି ବିଏ ରାଜନୀତି ବିଜ୍ଞାନ(ସମ୍ମାନ) ପାଠ୍ୟକ୍ରମର ପଞ୍ଚମ ସେମିଷ୍ଟରରେ ମହାତ୍ମା ଗାନ୍ଧୀଙ୍କ ଉପରେ ରହିଥିବା ପେପରକୁ ବାଦ୍‌ ଦିଆଯାଇ ଉକ୍ତ ସ୍ଥାନରେ ହିନ୍ଦୁତ୍ୱବାଦୀ ବିନାୟକ ଦାମୋଦର ସାବରକରଙ୍କ ଉପରେ ପେପର ରଖାଯାଇଛି। ଗାନ୍ଧିଜୀଙ୍କ ଉପରେ ପେପର ସପ୍ତମ ସେମିଷ୍ଟରରେ ପଢ଼ାଯିବ। ଅର୍ଥାତ୍‌ ୪ ବର୍ଷ ବଦଳରେ ୩ ବର୍ଷୀୟା ସ୍ନାତକ କରିବାକୁ ଚାହୁଁଥିବା ଛାତ୍ରୀଛାତ୍ର ଗାନ୍ଧିଜୀଙ୍କ ବିଷୟ ପଢ଼ିପାରିବେ ନାହିଁ। ଏହାକୁ ବିଶ୍ୱବିଦ୍ୟାଳୟର ଗୋଟିଏ ଗୋଷ୍ଠୀ ଶିକ୍ଷକ ବିରୋଧ କରିଛନ୍ତି। ଶିକ୍ଷାର ଗୈରିକୀକରଣ ପାଇଁ ଉଦ୍ୟମ ହେବା ସହ ଗାନ୍ଧିଜୀଙ୍କୁ ସାବରକରଙ୍କ ସହ ତୁଳନା କରିବା ପାଇଁ ପ୍ରଚେଷ୍ଟା ଚାଲିଥିବା ସେମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri