ବଡ଼ ସୂଚନା ଦେଲେ ମୋକିମ୍, ନୂଆ ଦଳର ନାଁ କଲେ ଘୋଷଣା!

କଟକ,୨୭।୧: ନୂଆ ଦଳ ଗଠନକୁ ନେଇ ମହମ୍ମଦ ମୋକିମ୍ ବଡ଼ ସୂଚନା ଦେଇଛନ୍ତି । ଗତ କିଛି ଦିନ ହେବ ତାଙ୍କ ନୂଆ ଦଳ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଆଜି ସେ ବଡ଼ ଖୁଲାସା କରିଛନ୍ତି । ଓଡ଼ିଶା ଜନତା କଂଗ୍ରେସ କିମ୍ବା ଓଡ଼ିଶା ଲୋକ କଂଗ୍ରେସ ନାଁ ହୋଇପାରେ ବୋଲି ସେ କହିଛନ୍ତି । ନିର୍ଣ୍ଣାୟକ ପର୍ଯ୍ୟାୟରେ ପହଞ୍ଚିନୁ, ଉଦ୍ୟମ ଜାରି ରହିଛି ବୋଲି କହିଛନ୍ତି ମୋକିମ । ତେବେ ଆଗକୁ ନିର୍ବାଚନ ରହିଥିବା ବେଳେ ମୋକିମ କହିଛନ୍ତି, ଦଳ ଗଠନ ପରେ ପୌର ଓ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି କାମ କରିବୁ ।

ତେବେ ତାଙ୍କ ନୂଆ ଦଳ ଓଡ଼ିଶା କୈନ୍ଦ୍ରିକ ପାର୍ଟି ହେବ ଏବଂ ଓଡ଼ିଆ ଲୋକଙ୍କ ପାଇଁ କାମ କରିବ । ପ୍ରସ୍ତୁତି ଚାଲିଛି, ବିଭନ୍ନ ନେତା ଓ ଲୋକଙ୍କୁ ଭେଟୁଛୁ ବୋଲି କହିଛନ୍ତି । ସେହିପରି ଆସନ୍ତା ୩୦ତାରିଖରେ ମହିଳା ସମାବେଶ, ଫେବ୍ରୁଆରୀ ୫ରେ କୃଷକ ସମାବେଶ ହେବ । ବିଭିନ୍ନ ସମସ୍ୟା ସଂପର୍କରେ ସମାବେଶରେ ଆଲୋଚନା ହେବ । ବିଭିନ୍ନ କାର୍ଯ୍ୟକ୍ରମରେ ସୋଫିଆ ପିର୍ଦ୍ଦୋସଙ୍କ ଉପସ୍ଥିତିକୁ ନେଇ ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି । ସୋଫିଆ ମୋକିମ୍ ଫାଉଣ୍ଡେସନର ଟ୍ରଷ୍ଟି ଥିବାରୁ ଉପସ୍ଥିତ ରହୁଛନ୍ତି । ସୋଫିଆ କଂଗ୍ରେସରେ ଅଛନ୍ତି, କଂଗ୍ରେସ ପାଇଁ କାମ କରୁଛନ୍ତି ବୋଲି ସେ ସ୍ପଷ୍ଟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?