ନାତି ସହ ସେଲ୍‌ଫି ନେଲେ ମୁକେଶ ଅମ୍ବାନୀ

ଘରେ ଶିଶୁଟିଏ ଜନ୍ମ ନେଲେ ପରିବାରଲୋକଙ୍କ ମଧ୍ୟରେ ଖୁସିର ଲହର ଖେଳିଯାଏ। ଠିକ୍‌ ସେପରି ହୋଇଛି ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ କ୍ଷେତ୍ରରେ। ଗୁରୁବାର ବଡ଼ ବୋହୁ ଶ୍ଳୋକା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ମୁକେଶ ନବଜାତ ନାତିକୁ ଧରି ଫଟୋ ଉଠାଇଥିବା ବେଳେ ଏବେ ତାହା ଭାଇରାଲ ହୋଇଛି।

ପୂର୍ବରୁ ଅମ୍ବାନୀ ପରିବାର ପକ୍ଷରୁ ଏକ ବିବୃତ୍ତିରେ ସମସ୍ତଙ୍କୁ ଖୁସି ଖବର ଦିଆଯାଇଥିଲା। ଭଗବାନ ଶ୍ରୀକୃଷ୍ଣଙ୍କ ଆଶୀର୍ବାଦ ଯୋଗୁ ଶ୍ଲୋକା-ଆକାଶଙ୍କ ପୁଅ ହୋଇଛି। ଉଭୟ ଭାଗ୍ୟଶାଳୀ ମା’ବାପା ପାଲଟିଛନ୍ତି। ପ୍ରଥମ ଥର ପାଇଁ ଜେଜେବାପା-ଜେଜେମା’ ହୋଇଥିବାରୁ ମୁକେଶ ଓ ନୀତା ବେଶ୍‌ ଖୁସି ଅଛନ୍ତି। ଉଭୟ ମେହେଟ୍ଟା-ଅମ୍ବାନୀ ପରିବାରରେ ଖୁସିର ଲହରି ଖେଳିଯାଇଥିବା କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଏଲ୍‌ଜିର ପ୍ରଥମ ବ୍ରାଣ୍ଡ୍‌ ଶପ୍‌ ଉଦ୍‌ଘାଟିତ

କଟକ,୨୬।୧: ଦେଶର ପ୍ରମୁଖ ଇଲେଟ୍ରୋନିକ୍ସ ସାମଗ୍ରୀ ଉତ୍ପାଦକ କମ୍ପାନୀ ଏଲ୍‌ଜି ଇଲେଟ୍ରୋନିକ୍ସ ଇଣ୍ଡିଆ ପ୍ରା.ଲି.ର ଆଉ ଏକ ବ୍ରାଣ୍ଡ୍‌ ଶପ୍‌ (ବେଷ୍ଟ ଶପ୍‌) ନିକଟରେ ଶୁଭାରମ୍ଭ...

ଜିଓରେ ଫେସ୍‌ବୁକ୍‌ ଅଂଶଧନ ହାସଲକୁ ସିସିଆଇ ମଞ୍ଜୁରୀ

ନୂଆଦିଲ୍ଲୀ,୨୫।୬ : ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଜିଓ ପ୍ଲାଟ୍‌ଫର୍ମରେ ଫେସ୍‌ବୁକ୍‌ ୯.୯୯% ଅଂଶଧନ ହାସଲ କରିଛି। ଏହାକୁ କମ୍ପିଟିଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ପକ୍ଷରୁ ବୁଧବାର ମଞ୍ଜୁରୀ...

କେନ୍ଦ୍ରକୁ ମିଳିବ ଅତିରିକ୍ତ ୩୦ ହଜାର କୋଟି ଟିକସ

ନୂଆଦିଲ୍ଲୀ,୮-୭: ସାଧାରଣ ବଜେଟରେ ଅତି ଧନୀଙ୍କ ବ୍ୟକ୍ତିଗତ ଆୟକର ଏବଂ ପେଟ୍ରୋଲ-ଡିଜେଲ ଉପରେ ଶୁଳ୍କ ବୃଦ୍ଧି ଯୋଗୁ ଚଳିତ ଆର୍ଥିକ ବର୍ଷ ୨୦୧୯-୨୦ରେ କେନ୍ଦ୍ର ସରକାରଙ୍କୁ...

‘ଯୋଗ୍ୟ ଯୁବପିଢ଼ିଙ୍କୁ ନିଯୁକ୍ତି ସୁଯୋଗ’

ଭୁବନେଶ୍ୱର,୧୪।୩: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏକ ବିଶେଷ ଅଭିଯାନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀ କର୍ମଚାରୀମାନଙ୍କ...

ବହୁଦୃଷ୍ଟିରୁ ବିରଳ ଥିଲେ ବିରଲ

ନୂଆଦିଲ୍ଲୀ,୨୫-୬: ଡ.ଉର୍ଜିତ ପଟେଲ ଆର୍‌ବିଆଇର ଡେପୁଟି ଗଭର୍ନର ପଦରୁ ଗଭର୍ନର ଭାବେ ପଦୋନ୍ନତି ପାଇବା ପରେ ଡ.ବିରଲ ଆଚାର୍ଯ୍ୟଙ୍କୁ ମଧ୍ୟ ପଦୋନ୍ନତି ମିଳିଥିଲା ଏବଂ ସେ...

ମହଙ୍ଗା ହେଲା ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୬: ଦେଶରେ ସୋମାବାର ଅନ୍‌ଲକ୍‌ ୧.୦ ଆରମ୍ଭ ହୋଇଛି। ପ୍ରଥମ ଦିନରୁ ହିଁ ସାଧାରଣ ଜନତାଙ୍କ ଉପରେ ପଡିଛି ମହଙ୍ଗା ମାଡ। ଦେଶର ଅଏଲ ମାର୍କେଟିଂ...

ଭୋଲ୍‌ଟାସର ଏକ୍ସକ୍ଲୁସିଭ ବ୍ରାଣ୍ଡ୍‌ ଶପ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୧୫।୧୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅନ୍ୟତମ ସଂସ୍ଥା ଭୋଲ୍‌ଟାସର ଆଉ ଏକ ବ୍ରାଣ୍ଡ୍‌ ଶପ୍‌ର ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀର...

ଆଜିଠାରୁ ସ୍ମାର୍ଟ ବଜାରରେ ‘ଫୁଲ୍‌ ପୈସା ବସୁଲ୍‌ ସେଲ୍‌’

ନୂଆଦିଲ୍ଲୀ,୨୧।୧: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ସହଯୋଗୀ କମ୍ପାନୀ ରିଲାଏନ୍ସ ସ୍ମାର୍ଟ ବଜାରରେ ଶନିବାରଠାରୁ ‘ଫୁଲ୍‌ ପୈସା ବସୁଲ୍‌ ସେଲ୍‌’ ସମ୍ପର୍କରେ...

Advertisement
Archives

Model This Week