ମୁକେଶ ଅମ୍ବାନୀଙ୍କୁ ମିଳିଛି ୫୫ ଯବାନଙ୍କ ଅଭେଦ୍ୟ ସୁରକ୍ଷା କବଚ, ମାସକୁ ଗଣନ୍ତି ମୋଟା ଅଙ୍କର ଟଙ୍କା

ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କୁ ପୁଣିଥରେ ଜୀବନରୁ ମାରି ଦେବାକୁ ଧମକ ମିଳିଛି। ଏକ ଇ-ମେଲ ଜରିଆରେ ତାଙ୍କୁ ଏହି ଧମକ ମିଳିଛି। ଇ-ମେଲ ପ୍ରେରକ ତାଙ୍କଠାରୁ ୨୦ କୋଟି ଟଙ୍କା ଦାବି କରିଛନ୍ତି। ପୂର୍ବରୁ ଅମ୍ବାନୀଙ୍କ ଘର ଆଣ୍ଟେଲିଆ ସାମ୍ନାରୁ ସନ୍ଦିଗ୍ଧ ସ୍କର୍ପିଓ ମିଳିଥିବାରୁ ଧମକ ଘଟଣାକୁ ପୋଲିସ ତତ୍ପରତାର ସହ ଯାଞ୍ଚ କରୁଛି।

କହିରଖୁଛୁ, ମୁକେଶ ଅମ୍ବାନୀ ସ୍ତ୍ରୀ ନୀତା ଅମ୍ବାନୀ, ପୁଅ ଅନନ୍ତ,ଆକାଶ ଏବଂ ବୋହୂମାନଙ୍କ ସହ ଆଣ୍ଟେଲିଆରେ ରୁହନ୍ତି। ସୁରକ୍ଷା ଦେଖିଲେ ଜେଡ୍‌ ପ୍ଲସ୍‌ ସିକ୍ୟୁରିଟି ତାଙ୍କୁ ଦିଆଯାଇଛି। ଏହାର ଖର୍ଚ୍ଚ ସେ ନିଜେ ଉଠାନ୍ତି। ଏଥିରେ ୫୫ ସୁରକ୍ଷାକର୍ମୀଙ୍କ ଅଭେଦ୍ୟ ସୁରକ୍ଷା କବଚ ମୁକେଶଙ୍କୁ ମିଳିଛି। ସେମାନଙ୍କ ମଧ୍ୟରେ ୧୦ରୁ ଅଧିକ ଏନ୍‌ଏସଜି କମାଣ୍ଡୋ, ପୋଲିସ ଅଫିସର ସାମିଲ ଅଛନ୍ତି। ସେହିଭଳି ନୀତାଙ୍କୁ ମଧ୍ୟ ଓ୍ବାଇ କାଟାଗୋରୀର ସୁରକ୍ଷା ମିଳୁଛି। ଉଭୟଙ୍କ ସୁରକ୍ଷାରେ ରେଞ୍ଜ ରୋଭର ଭଳି ଦାମୀ କାର ମଧ୍ୟ ରହିଛି। ଏଥିଲାଗି ମାସକୁ ୧୫-୧୬ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri